Posted inଫୁରସତ

Viral Video: ପୁଅକୁ ଜୀଅନ୍ତା ଗିଳିଦେଲା ତିମି, ଭିଡିଓ କରୁଥିଲେ ବାପା, ଭୟଙ୍କର video ଦେଖିଲେ ଥରି ଉଠିବେ

ସମୁଦ୍ରରେ ଦେଖିବାକୁ ମିଳିଛି ଭୟଙ୍କର ଦୃଶ୍ୟ। ଜଣେ ୨୪ ବର୍ଷୀୟ ଯୁବକ ତାଙ୍କ ବାପାଙ୍କ ସହିତ ସମୁଦ୍ରରେ କାୟାକିଂର ମଜା ନେଉଥିବାବେଳେ ଠିକ ସେହି ସମୟରେ ଏକ ହମ୍ପବ୍ୟାକ ତିମି ଯୁବକଙ୍କୁ ଜୀଅନ୍ତା ଗିଳି ଦେଇଛି। ତଥାପି, ଏହା ପରେ ଯାହା ଘଟିଲା, ତାହା କୌଣସି ଚମତ୍କାରଠାରୁ କମ ନଥିଲା। କିଛି ସେକେଣ୍ଡ ପରେ ତିମିଟି ଯୁବକଟିକୁ ପାଟିରୁ କାଢି ପକାଇଲା, ଯାହା ଫଳରେ ତାଙ୍କ ଜୀବନ ବଞ୍ଚିଗଲା। ଏହି ଭୟଙ୍କର ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଛି। କାରଣ ଏହି ଭିଡିଓ ଯୁବକଙ୍କ ବାପା ନିଜେ ରେକର୍ଡ କରିଛନ୍ତି।

ଚିଲିର ଦକ୍ଷିଣ ପାଟାଗୋନିଆ ଅଞ୍ଚଳର ସାନ ଇସିଡ୍ରୋ ଲାଇଟହାଉସ ନିକଟରେ ଗତ ଶନିବାର ଏହି ଲୋମ ହର୍ଷଣ ଘଟଣା ଘଟିଥିଲା। ବାପା ଡେଲଙ୍କ ଦ୍ୱାରା ରେକର୍ଡ କରାଯାଇଥିବା ଭିଡିଓରେ ଦେଖାଯାଉଛି ଯେ ସେ ହମ୍ପବ୍ୟାକ ତିମି ସମୁଦ୍ରରେ ଖେଳୁଥିଲେ। ଆଉ ପାଖରେ ତାଙ୍କ ପୁଅ କାୟାକିଂ କରୁଥଲେ। ଠିକ୍‌ ଏହି ସମୟରେ ତିମିଟି ଆଡ୍ରିଆନକୁ ଜୀଅନ୍ତା ଗିଳି ଦେଇଥିଲା।

ଆଡ୍ରିଆନ ଭାବିଥିଲେ ଯେ ସେ ବଞ୍ଚିପାରିବେ ନାହିଁ। ସେ ଭାବିଲେ ଯେ ତିମି ତାଙ୍କୁ ଖାଇ ଦେଇଛି ଏବଂ ସେ ମରିଯିବ। କିନ୍ତୁ ଭଗବାନଙ୍କ ଦୟାରୁ ତିମି ତାଙ୍କୁ ପାଟିରୁ କାଢି ଦେଇଥିଲା। କହିରଖୁଛୁ ପୂର୍ବରୁ, ନଭେମ୍ବର ୨୦୨୦ରେ କାଲିଫର୍ନିଆରେ ସମାନ ଘଟଣା ଘଟିଥିଲା, ଯେତେବେଳେ ଏକ ହମ୍ପବ୍ୟାକ ତିମି ଦୁଇଟି କାୟାକରଙ୍କୁ ଗିଳି ଦେଇଥିଲା। ଦୁହେଁ ତିମିମାନଙ୍କୁ ସିଲଭରଫିସ ଗିଳିବା ଦେଖୁଥିଲେ, ହଠାତ ଗୋଟିଏ ତିମି ସେମାନଙ୍କୁ ଗିଳି ଦେଇଥିଲା। କିନ୍ତୁ ପରେ ସେମାନେ ଜୀବନ ବଞ୍ଚାଇ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ପଦକ ପାଇବେ ଏହି ଫାଣ୍ଡି ଅଧିକାରୀ, କର୍ତ୍ତବ୍ୟନିଷ୍ଠା ପାଇଁ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଅତିଥି ଚରଣ ନାୟକ ତାଙ୍କର ଉଲ୍ଲେଖନୀୟ ପୋଲିସ ସେବାର ସ୍ବୀକୃତି…

ସ୍ତ୍ରୀଙ୍କୁ ଖୋଜି ବୁଲୁଛନ୍ତି ଖବରଦାତା: ଚଳନ୍ତା ଟ୍ରେନ୍‌ରୁ କୁଆଡ଼େ ଉଭାନ୍‌

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରର ଯୁବ ଖବରଦାତା ଦୁଷ୍ମନ୍ତ ପ୍ରଧାନଙ୍କ ସ୍ତ୍ରୀ ସାଗରିକା ପ୍ରଧାନ ଏବଂ ମା’ ଗୁରୁବାର ନାଗାଲାଣ୍ଡର ଦିମାପୂର୍‌ ଅଭିମୁଖେ ଟ୍ରେନରେ ଯାଇଥିଲେ। ବାଟରେ…

ସମିତି ସଭ୍ୟଙ୍କୁ ଗୁଳିମାରି ହତ୍ୟା: ବଢୁଛି ସନ୍ଦେହ, କାର୍‌ ଭିତରେ ଥିବା ସମୟରେ…

ଡୁଙ୍ଗୁରିପାଲି,୧୧।୯:ସୁବର୍ଣ୍ଣପୁର ଓ ବରଗଡ଼ ଜିଲା ସୀମାବର୍ତ୍ତୀ କେବାଡ଼ ଜିରୋ ଆଡି କେନାଲ ନିକଟରେ ଆଗଲପୁର ପଞ୍ଚାୟତ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାଏକ (୪୦)ଙ୍କୁ ଗୁଳିମାରି ହତ୍ୟା କରାଯାଇଛି।…

ମହାକାଶରେ ବଡ଼ ହଲଚଲ! ବୁଧ ଗ୍ରହରେ ବିରାଟ ଫାଟ, ବୈଜ୍ଞାନିକ ଦେଲେ ଚେତାବନୀ…

ନୂଆଦିଲ୍‌ଲୀ,୧୧।୯: ବୁଧ ଯେତିକି ସଙ୍କୁଚିତ ହୋଇଛି, ଏହାର ପୃଷ୍ଠଭାଗରେ ସେତିକି ଫାଟ ସୃଷ୍ଟି ହୋଇଛି। ଆରବ ବର୍ଷ ଧରି ହୋଇଥିବା ଧକ୍କା କାରଣରୁ ସୃଷ୍ଟି ହୋଇଥିବା ଗର୍ତ୍ତ…

ମାଲିକ ଭଳି ବ୍ୟବହାର କରୁଛନ୍ତି ରାହୁଲ ଦ୍ରାବିଡ଼…ଲଗାତର ୫ ମ୍ୟାଚ୍‌ ହାରିବା ପରେ କୋଚ ଦେଲେ ବଡ଼ ବୟାନ୍‌

ନୂଆଦିଲ୍ଲୀ,୧୧।୯: ୟୁରୋପିଆନ ଟି-୨୦ ପ୍ରିମିୟର ଲିଗ (ETPL) ରେ ରାହୁଲ ଦ୍ରାବିଡ଼ଙ୍କ ଦଳ ‘ଡବ୍ଲିନ ଗାର୍ଡିଆନ୍ସ’ର ଆରମ୍ଭ ଭଲ ହୋଇ ନ ଥିଲା। ଯଦିଓ ଗତ ବୁଧବାର…

ଶାଗୁଆନ କାଠ ଗାଡ଼ି ଛାଡ଼ି ମାଫିଆ ଫେରାର, ପାଟ୍ରୋଲିଂ ସମୟରେ ବନ କର୍ମଚାରୀ ଅଟକାଇବାରୁ…

ମୋହନା,୧୦ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ବନାଞ୍ଚଳରେ ବନ ବିଭାଗକୁ ବଡ଼ ସଫଳତା ମିଳିଛି। ଏକ ପିକଅପ୍‌ ଗାଡ଼ିରୁ ୪୨ ଖଣ୍ଡ ଚୋରା ଶାଗୁଆନ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri