Posted inଜାତୀୟ

୧୦ କୋଟି ଟଙ୍କାର ତିମି ବାନ୍ତି ଜବତ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶ ପୋଲିସର ସ୍ବତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ) ତିମି ବାନ୍ତି ଚୋରା ଚାଲାଣ କରୁଥିବା ଚାରିଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ଏକ ଗ୍ୟାଙ୍ଗ୍‌ର ସଦସ୍ୟ। ଏସଟିଏଫ କହିଛି ଯେ, ଲକ୍ଷ୍ନୌର ଗୋମତିନଗର ଅଞ୍ଚଳରୁ ୪.୧୨୦ କିଲୋଗ୍ରାମ ତିମି ବାନ୍ତି ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କା ହେବ। ସାଧାରଣତଃ ତିମି ବାନ୍ତି ବହୁତ ମୂଲ୍ୟବାନ ହୋଇଥାଏ। ଅନ୍ତର୍ଜାତୀୟ ବଜାରରେ ଏହାର ଚାହିଦା ଅଧିକ। ତିମି ବାନ୍ତିରୁ ଅତର ଏବଂ ବିଭିନ୍ନ ଔଷଧ ପ୍ରସ୍ତୁତ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri