ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କ’ଣ କହିଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର,୧୪।୨: ଭାଜପା ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବୁଧବାର ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବିଜେଡି ଏହାକୁ ସମର୍ଥନ ଜଣାଇଛି।
ତେବେ ଏହା ଭିତରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ ଜଣାଇବାକୁ ବହୁ ସଂଖ୍ୟାରେ ଭାଜପା କର୍ମୀ ଉପସ୍ଥିତ ଥିଲେ।
ତେବେ ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଜପାର ସେ ଜଣେ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା । ପ୍ରଧାନମନ୍ତ୍ରୀ ତାଙ୍କୁ ଆଉ ଥରେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ତାଙ୍କୁ କୃତଜ୍ଞତା ଜଣାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri