କଣ ଚାହୁଁଥିଲେ ସ୍ବପ୍ନା…

ଉଭୟ ଅଭିନୟ ଏବଂ ସମାଜସେବା ସହ ଜଡିତ ସ୍ବପ୍ନା ପତିଙ୍କର ଖୁସି କହିଲେ ନ ସରେ। କାରଣ ନିକଟରେ ତାଙ୍କୁ ଏକ ମନଲାଖି ମ୍ୟୁଜିକ ଭିଡିଓରେ ଅଭିନୟ କରିବାର ସୁଯୋଗ ମିଳିଛି। ବିଶେଷଭାବରେ ଏହାର ଲିରିକ୍ସ ଏବଂ କୋରିଓଗ୍ରାଫି ତାଙ୍କୁ ବେଶ୍‌ ପ୍ରଭାବିତ କରିଛି। ତା’ସହ ଗୀତଟିକୁ ଭଲଭାବେ ନିଭେଇବା ପାଇଁ ସେ ପିକ୍ଚରାଇଜେଶନ ସମୟରେ ଚେଷ୍ଟା କରିଛନ୍ତି। ଏହି ମ୍ୟୁଜିକ ଭିଡିଓର ଟାଇଟଲ ରହିଛି ‘ତୋ ଶାଢ଼ି ପିନ୍ଧା ରୂପକୁ ଦେଖି’। ଏସ.ଆର.ଏଣ୍ଟରଟେନ୍‌ମେଣ୍ଟ ବ୍ୟାନରରେ ଏହାକୁ ପ୍ରସ୍ତୁତ କରାଯାଇଛି। ରାଜେଶ ମହାନ୍ତି ଏହାର ପ୍ରଯୋଜନା କରିଛନ୍ତି। ନିର୍ଦ୍ଦେଶନା ଦେଇଛନ୍ତି ଆଲବମ୍‌ ଜଗତର ସଫଳ ନିର୍ଦ୍ଦେଶକ ଯୋଡି ଟୁନା-ଚନ୍ଦନ। ପ୍ରୀତ ପ୍ରିୟଙ୍କର ସ୍ବର ସଂଯୋଜନା କରିଥିବାବେଳେ, କଣ୍ଠଦାନ କରିଛନ୍ତି ଅନ୍ୟତମ ଲୋକପ୍ରିୟ ଗାୟକ କୁଲଦୀପ। ସ୍ବପ୍ନା ଏବଂ ସମ୍ଭବ ମାନସିଂହଙ୍କୁ ନେଇ ଏହାର ଦୃଶ୍ୟାୟନ କରାଯାଇଛି। ଉକ୍ତ ଆଲବମ୍‌ ବିଷୟରେ ସ୍ବପ୍ନା କହନ୍ତି, ‘ଏବେ ମଧ୍ୟ ମ୍ୟୁଜିକ ଭିଡିଓର ଚାହିଦା ରହିଛି। ବିଶେଷଭାବରେ ଏହି ଗୀତକୁ ଶୁଣିବା ପରେ ମୁଁ ପୂରା ଇମ୍ପ୍ରେଶ ହୋଇଯାଇଥିଲି। ମୋ ମତରେ ଦର୍ଶକମାନଙ୍କ ସହ ଯୋଡି ହୋଇ ରହିବାର ଏହା ଏକ ଅନ୍ୟତମ ମାଧ୍ୟମ। ଏହି ଭିଡିଓଟିକୁ ଦର୍ଶକ ଗ୍ରହଣ କରିବେ ବୋଲି ଆଶା ରଖିଛି।“


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?