Odisha Elections 2024
Posted inଜାତୀୟ

ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା

ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେଠି ବିଷୟରେ ମୋର କିଛି କହିବାର ନାହିଁ। ମୁଁ କେବଳ ସୁଲତାନପୁର ବିଷୟରେ କହିବି।
ସୁଲତାନପୁରର ଭାଜପା ପ୍ରାର୍ଥୀ, ୟୁପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମାନେକା ଗାନ୍ଧୀ ନ୍ୟୁଜ ଏଜେନ୍ସି ଏଏନଆଇ ସହ କଥାବାର୍ତ୍ତା ବେଳେ କହିଛନ୍ତି ଯେ ସୁଲତାନପୁରରେ ମହିଳାମାନଙ୍କୁ ଘର ଯୋଗାଇବା ମୋର ପ୍ରାଥମିକତା। ମୋତେ ଅନେକ ବିକାଶ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ପଡିବ।
ସୂଚନାଯୋଗ୍ୟ, ଏହି ସସପେନ୍ସକୁ ଶେଷ କରି କଂଗ୍ରେସ ଗାନ୍ଧୀ ପରିବାରର ନିକଟ କେ.ଏଲ ଶର୍ମାଙ୍କୁ ଆମେଠି ଏବଂ ରାହୁଲ ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିଛି। ତେବେ ଏହାପୂର୍ବରୁ ରାଜନୈତିକ ସର୍କଲରେ ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି କଳ୍ପନାଜଳ୍ପନା କରାଯାଇଥିଲା। ଏଥି ସହିତ ଦଳ ପ୍ରିୟଙ୍କା ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିିବ ବୋଲଇ ଅନୁମାନ କରାଯାଉଥିଲା।
ରାହୁଲ ଗାନ୍ଧୀ କ୍ରମାଗତ ତିନି ଥର ଆମେଠିରୁ ସାଂସଦ ହୋଇଥିବାରୁ ଏଭଳି କଳ୍ପନାଜଳ୍ପନା କରାଯାଉଥିଲା। ରାଏବରେଲି ମଧ୍ୟ ଗାନ୍ଧୀ ପରିବାରର ଗଡ଼ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ପାର୍ଟି ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି।...

ମୋଦିଙ୍କ ହିନ୍ଦୁ-ମୁସଲମାନ ପ୍ରସଙ୍ଗକୁ କଡ଼ା ସମାଲୋଚନା କଲେ ମେନକା ଗାନ୍ଧୀ, କହିଲେ …

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସୁଲତାନପୁର ଆସନରୁ ମେନକା ଗାନ୍ଧୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିତର୍କ ହେଲେ ରାହୁଲ ପଚାରିବେ ଏହି ୬ପ୍ରଶ୍ନ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୫: କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ବିତର୍କ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ ସ୍ବୀକାର କରିଥିଲେ। ଯାହା ଖୁବ୍‌...

ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ

ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri