ମୋଦିଙ୍କୁ ଫୋନ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ, ମୋଦି ଦେଲେ ଏମିତି ଜବାବ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ବହୁତ ଭଲ ଫୋନ କଥାବାର୍ତ୍ତା ହୋଇଛି ଏବଂ ଏହି ସମୟରେ ସେ ତାଙ୍କ ବନ୍ଧୁଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ, ସେ ଭାରତୀୟ ନେତାଙ୍କୁ ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବାରେ ତାଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ଫୋନ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟାରିଫ୍‌ ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ମଧ୍ୟରେ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଆମେରିକାର ପ୍ରୟାସର ଏକ ଗୁରୁତ୍ୱପୂର୍ଣ୍ଣ ସଙ୍କେତ ଭାବରେ ଏହାକୁ ଦେଖାଯାଉଛି।

ଟ୍ରମ୍ପ ଟ୍ରୁଥ୍‌ ସୋସିଆଲରେ ପୋଷ୍ଟ କରିଛନ୍ତି, ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବହୁତ ଭଲ ଫୋନ କଥାବାର୍ତ୍ତା ହୋଇଛି। ମୁଁ ତାଙ୍କୁ ଜନ୍ମଦିନର ବହୁତ ଶୁଭେଚ୍ଛା ଜଣାଇଛି। ସେ ବହୁତ ଭଲ କାମ କରୁଛନ୍ତି।

ସେ ଲେଖିଛନ୍ତି, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବାରେ ଆପଣଙ୍କ ସମର୍ଥନ ପାଇଁ ଧନ୍ୟବାଦ। ସେ ତାଙ୍କ ବାର୍ତ୍ତା ତଳେ ରାଷ୍ଟ୍ରପତି DJT ଲେଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ’X’ ରେ ପୋଷ୍ଟ କରିଛନ୍ତି ଏବଂ ଟ୍ରମ୍ପଙ୍କୁ ତାଙ୍କ ଫୋନ କଲ ପାଇଁ ଧନ୍ୟବାଦ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ମୋର ବନ୍ଧୁ, ରାଷ୍ଟ୍ରପତି ଟ୍ରମ୍ପ, ଆପଣଙ୍କ ଫୋନ କଲ ପାଇଁ ଧନ୍ୟବାଦ ଏବଂ ମୋର ୭୫ ତମ ଜନ୍ମଦିନରେ ହାର୍ଦ୍ଦିକ ଅଭିନନ୍ଦନ ପାଇଁ ଦନ୍ୟପାଦ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri