ଏମିତି କ’ଣ କହିଲେ ମୁଖ୍ୟମନ୍ତ୍ରୀ, ଯାହାକୁ ଶୁଣି ମଞ୍ଚ ଉପରେ କାନ୍ଦିଲେ ଜୟ ଢୋଲକିଆ

ନୂଆପଡା,୬।୧୧: ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ ବେଳେ କାନ୍ଦି ପକାଇଲେ ଜୟ ଢୋଲକିଆ। କୋମନା ମଞ୍ଚ ଉପରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ କାନ୍ଦିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ ବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଛି। ବିଜେଡିକୁ ବେଇମାନୀ ଅର୍ଥ ମୁଖ୍ୟମନ୍ତ୍ରୀ ବୁଝାଇବା ବେଳେ କାନ୍ଦିଛନ୍ତି ଜୟ।

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ ଶୋ’ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଭାଜପା ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସାମିଲ ହୋଇଛନ୍ତି। ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଅନ୍ୟମାନେ ମଧ୍ୟ ରୋଡ ଶୋ’ରେ ସାମିଲ ହୋଇଛନ୍ତି।

ସେହିପରି ଛତିଶଗଡ ମୁଖ୍ୟମନ୍ତ୍ରୀ ନୂଆପଡା ବ୍ଲକର ପଞ୍ଚମପୁର ଠାରେ ଆୟୋଜିତ ସାଧାରଣ ସଭାରେ ପ୍ରଚାର କରିଛନ୍ତି। ନୂଆପଡା ନିର୍ବାଚନମଣ୍ଡଳୀ ଛତିଶଗଡ଼ ରାଜ୍ୟର ସୀମାନ୍ତବର୍ତ୍ତୀ ଅଞ୍ଚଳ ଅଟେ। ଏହି ଅଞ୍ଚଳର ଅଧିକାଂଶ ଲୋକ ଛତିଶଗଡ ଉପରେ ନିର୍ଭରଶୀଳ ଅଟନ୍ତି। ତେଣୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଦ୍ୱାରା ନୂଆପଡା ଭୋଟରଙ୍କ ଉପରେ ପ୍ରଭାବ ପଡିବ ବୋଲି କୁହାଯାଉଛି।

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ଏକ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri