ଲ୍ୟାଣ୍ଡଫଲକୁ ନେଇ କ’ଣ କହିଲେ ଆଇଏମ୍‌ଡି ଡିଜି

ଭୁବନେଶର,୬।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଆକଳନ ହୋଇନି ବୋଲି ଶୁକ୍ରବାର ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମକୁ ଗତିକରି ଅବପାତ ହେବ। ୮ ତାରିଖ ସୁଦ୍ଧା ଏହା ବାତ୍ୟାରେ ରୂପ ନେବାର ଆଶଙ୍କା ରହିଛି। କ୍ରମେ ଏହା ୧୦ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ। ତେବେ ବାତ୍ୟା କେଉଁ ଉପକୂଳ ଛୁଇଁବ ଓ କେବେ ଛୁଇଁବ ତାହା ଆକଳନ ହୋଇନାହିଁ। ଶନିବାର ଅବପାତରେ ପରିଣତ ହେଲାପରେ ଅଧିକ ସ୍ପଷ୍ଟତା ଆସିବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥା ଥାଇ ହୀନସ୍ତା

ଅନୁଗୋଳ ଅଫିସ, ୧୧ା୮ ଶାରୀରିକ ଭିନ୍ନକ୍ଷମଙ୍କ ଭଳି ମାନସିକ ଭିନ୍ନକ୍ଷମଙ୍କ ପାଇଁ ମଧ୍ୟ ସରକାରୀ ଯୋଜନା ରହିଛି। ସେମାନଙ୍କୁ ଚିକିତ୍ସା କରାଇ ଆବଶ୍ୟକ ଥଇଥାନ ନିମନ୍ତେ...

ଡ୍ୟାମ୍‌ରେ ମରିକି ପଡିଛନ୍ତି କୁଇଣ୍ଟାଲ କୁଇଣ୍ଟାଲ ମାଛ

ଖପ୍ରାଖୋଲ,୧୬।୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହୁରୁଣ୍ଡି ଅପର ସୁକତେଲ ଡ୍ୟାମରେ ପ୍ରାୟ ୫ ଦିନ ହେଲା ମାଛ ମଡ଼କ ଦେଖିବାକୁ ମିଳିଛି। ଡ୍ୟାମରେ କୁଇଣ୍ଟାଲ...

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ...

ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା...

ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ ଘଟଣା: ୨୩.୨୧ ଲକ୍ଷ ଟଙ୍କା ଜିଏସ୍‌ଟି ଆଦାୟ

ବ୍ରହ୍ମପୁର ଅଫିସ,୬ା୧୨ -ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ ଶନିବାର ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚବେଳେ ଏକ କାର୍‌ରୁ ୪କେଜି ସୁନା ଓ ୨୩୫ କେଜି ରୁପା...

ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି...

ନାଲ୍‌କୋ ସ୍କୁଲରେ ପାତରଅନ୍ତର ଅଭିଯୋଗ: କ୍ଷତିଗ୍ରସ୍ତଙ୍କ ପିଲାଙ୍କୁ ଅଣଦେଖା

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି...

ସୁନା ଚେନ୍‌ ଲୁଟ୍‌ ଘଟଣା, ୪ ଗିରଫ: ୬ ସୁନା ଚେନ, ଏକ ଅଟୋ, ବାଇକ୍‌ ଜବତ

ଫୁଲନଖରା,୧୯।୭(ଡି.ଏନ୍‌.ଏ.)- କଟକ ସଦର ପୋଲିସ ଫୁଲନଖରା ଓଭରବ୍ରିଜଠାରୁ ଗୋପାଳପୁର ମଧ୍ୟରେ ନିୟମିତ ରାସ୍ତାରେ ସୁନାଚେନ ଚୋରି କରୁଥିବା ଦୁଇ ଲୁଟେରାଙ୍କୁ ଓ ଚୋରି ସୁନା କିଣୁଥିବା...

Advertisement
Archives

Model This Week