ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନେଇ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): : ଅଗଷ୍ଟ ମାସ ପାଇଁ ଯେଉଁ କୋଭିଡ୍‌ ଗାଇଡଲାଇନ ଜାରି କରାଯାଇଛି, ସେଥିରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ସମ୍ପୃକ୍ତ ବିଭାଗଗୁଡ଼ିକ ନିଷ୍ପତ୍ତି ନେଇ ପାରିବେ ବୋଲି କୁହାଯାଇଛି। ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏ ନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ଶିକ୍ଷାନୁଷ୍ଠାନ ଖୋଲିବା ସମ୍ପର୍କରେ ବିଭାଗମାନେ ନିଷ୍ପତ୍ତି ନେଇ ପାରିବେ ବୋଲି ଏସ୍‌ଆରସିଙ୍କ ଗାଇଡଲାଇନ ଆସିଛି। ଏବେ ଏ ସମ୍ପର୍କରେ ବିସ୍ତୃତ ଭାବେ ବିଭାଗ ପକ୍ଷରୁ ତର୍ଜମା କରାଯିବ। ତା’ପରେ ଯାଇ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri