ଗୁଳି ଫୁଟିବା ପରେ ଏମିତି କ’ଣ କହିଲେ ଟ୍ରମ୍ପ, ଚମକି ପଡିଲେ ପାଖରେ ଥିବା ଲୋକେ

ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳି କରାଯାଇଥିଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ପ୍ରକାଶ ପାଇଥିଲା ଯେଉଁଥିରେ ଗୁଳି ବିନିମୟ ପରେ ଟ୍ରମ୍ପଙ୍କ କାନରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା। ତେବେ ଟ୍ରମ୍ପ ଗୁଳିରେ ଆହତ ହୋଇଛନ୍ତି ନା ସୁରକ୍ଷା କର୍ମୀଙ୍କଠାରୁ ରକ୍ଷା କରୁଥିବା ବେଳେ ସେ ଆହତ ହୋଇଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦେଶ ତଥା ବିଦେଶର ବଡ ନେତାମାନେ ନିନ୍ଦା କରୁଛନ୍ତି।
ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳି ଚଳାଇବା ପରେ ସେ ଆଣ୍ଠୁରେ ହାତ ବୁଲାଇଥିବାର ଦେଖାଯାଇଥିଲା। ଏହା କରି ସେ ତାଙ୍କ ସମର୍ଥକଙ୍କୁ ଏକ ଦୃଢ ବାର୍ତ୍ତା ଦେବାକୁ ଚାହୁଁଥିଲେ, କିନ୍ତୁ ତା’ପରେ ଏପରି କିଛି ଘଟିଗଲା ଯାହା ବିଷୟରେ କାହାରି ଧାରଣା ନଥିଲା। ଦ ମିରରର ରିପୋର୍ଟ ଅନୁଯାୟୀ, ଗୁଳି ଚଳାଇବା ପରେ ଟ୍ରମ୍ପଙ୍କୁ ସୁରକ୍ଷା କର୍ମୀମାନେ ମଞ୍ଚରୁ ନେଇଯାଉଥିବା ବେଳେ ବିଶୃଙ୍ଖଳା ମଧ୍ୟରେ ମାଇକ୍ରୋଫୋନରେ ଟ୍ରମ୍ପଙ୍କ ପାଞ୍ଚଟି ଶବ୍ଦ ଶୁଣିବାକୁ ମିଳିଥିଲା। ସେ ଦୌଡ଼ି ପଳାଇବା ବେଳେ ଟ୍ରମ୍ପ କହିଥିଲେ, ‘ମୋତେ ମୋ ଜୋତା ନେବାକୁ ଦିଅ’। ଏମିତି କଥା ଶୁଣିବା ପରେ ସେଠାରେ ଥିବା ଜନତା ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri