ପ୍ରଥମ ଦେଖାରେ ପୁଅଙ୍କ ଠାରେ କ’ଣ ଦେଖନ୍ତି ଝିଅ

ପହିଲି ପ୍ରେମର ପ୍ରଥମ ଦେଖା ପ୍ରେମିକାପ୍ରେମିକଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ ତାହା ସବୁଦିନ ପାଇଁ ମନରେ ରହିଯାଏ। ତେବେ ଏହି ପ୍ରଥମ ଦେଖାରେ ଝିଅମାନେ ପୁଅଙ୍କଠାରେ ଗେଉଁ ଗୁଣ ଦେଖିଥାନ୍ତି, ଜାଣନ୍ତୁ ସେ ସମ୍ପର୍କରେ ..

ଝିଅମାନେ ପୁଅଙ୍କ ଧନ ସମ୍ପତ୍ତି ପରିବର୍ତ୍ତେ ଆତ୍ମବିଶ୍ୱାସକୁ ପରଖିଥାନ୍ତି। କାରଣ ସେମାନେ ଜାଣିଥାନ୍ତି କୌଣସି ଅସୁବିଧା ସମୟରେ ଏହି ଆତ୍ମବିଶ୍ୱାସହିଁ ଜଣଙ୍କୁ ବିପଦରୁ ବାହାର କରିଥାଏ।

ପୁଅଙ୍କ ବ୍ୟକ୍ତିଗତ ସ୍ବଭାବ ଝିଅମାନେ ଦେଖିଥାନ୍ତି। ଯେପରିକି ପୋଷାକ ପରିଧାନ, କେଶବିନ୍ୟାସ ଆଦି।

ଅନେକ ସମୟରେ ପ୍ରଥମ ସାକ୍ଷାତରେ ଝିଅମାନେ ପୁଅଙ୍କ ଚାରିତ୍ରିକ ଗୁଣକୁ ମଧ୍ୟ ଦେଖିଥାନ୍ତି। ପ୍ରଥମ ଦେଖାରେ ଯଦିଓ ଏହା ଜାଣିବା ସମ୍ଭବ ହୋଇ ନ ଥାଏ, ମାତ୍ର ଚାହାଣିରୁ କିଛିଟା ବାରିହୋଇଥାଏ।

ପୁଅଟି କେତେ ବୁଝିବାର, ବ୍ୟବହାରିକ ଗୁଣର ହୋଇଥାନ୍ତି ତାହାକୁ ଝିଅମାନେ ପରଖିଥାନ୍ତି। କାରଣ ମନକୁ ବୁଝୁଥିବା ପୁଅ ଝିଅଙ୍କ ପ୍ରଥମ ପସନ୍ଦ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri