ସୁନ୍ଦର ପୁଅଙ୍କୁ ପାଖରେ ଦେଖି କ’ଣ ଭାବନ୍ତି ଝିଅ…

ଅନେକ ସମୟରେ ପାଖରେ ସୁନ୍ଦର ପୁଅକୁ ଦେଖିଲେ ଝିଅମାନେ ଅନେକ କିଛି ଭାବିଥାନ୍ତି। ତେବେ ସେମାନେ କ’ଣ ଭାବିଥାନ୍ତି ଏହା ସମସ୍ତଙ୍କ ଜାଣିବାକୁ ଇଚ୍ଛା ଥାଏ। କେବଳ ପୁଅମାନେ ଆଗେ କଥା ହୁଅନ୍ତି ତାହା ନୁହେଁ, ବଂର ଝିଅମାନେ ବହୁତ କିଛି ଭାବିଥାନ୍ତି। ଆସନ୍ତୁ ଜାଣିବା ସେ ସମ୍ପର୍କରେ..

ଯେମିତିକି ପୁଅଙ୍କୁ ଦେଖିଲେ ଅନେକ ଝିଅ ଭାବନ୍ତି:
– ‘କେତେ ସୁନ୍ଦର ଓ ଷ୍ଟାଇଲିଷ୍ଟ, ଏହାକୁ କମ୍‌ ଚାହିଁବାକୁ ପଡ଼ିବ ନ ହେଲେ ଭାଉ ଖାଇବ।’

– ‘ଇଏ ଏତେ ସୁନ୍ଦର ଆର ବହୁତ ଗାର୍ଲ ଫ୍ରେଣ୍ଡ ଥିବେ। ତେବେ ଏହାର ଗାର୍ଲଫ୍ରେଣ୍ଡ କେମିତି ହୋଇଥିବ। କିଏ ଜାଣିଲା ଥିବ କିମ୍ବା ନ ଥିବ।’

– ‘ପିଲାଟାକୁ ଦେଖିଲେ ଧନୀ ଭଳି ଲାଗୁଛି, ଇଏ ବ୍ୟାଚଲର୍‌ ଥିବ କି ନାହିଁ।’

– ‘ଏମିତି କ’ଣ କରିବି ଯେଉଁଥିରେ ସେ ମୋ ସହିତ କଥା ହେବ।’

– ‘କାହିଁକି , ମୁଁ କାହିଁକି ଆଗ କଥା ହେବି, ମୁଁ କ’ଣ କମ୍‌ ସ୍ମାର୍ଟ ନା କ’ଣ।’


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ହରାଇବା ପରେ ଖୁସି ପ୍ରକଟ କଲେ କିୱି ଅଧିନାୟକ: କହୁ କହୁ କହିଦେଲେ ଏମିତି, ଭାରତୀୟ ଖେଳାଳି ଶୁଣିଲେ…

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ମାଟିରେ ଲଗାତାର ୩ଟି ମ୍ୟାଚ ଜିତିବା ପରେ ଚତୁର୍ଥ ଟି-୨୦ ମ୍ୟାଚରେ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ଅକଲାଣ୍ଡରେ ଖେଳାଯାଇଥିବା ଚତୁର୍ଥ ଟି-୨୦…

ଅଭିଷେକ-ବୈଭବଙ୍କୁ ନେଇ ଯୁବରାଜଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା! ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୧୦: ବିଶ୍ୱର ସବୁଠାରୁ ବିସ୍ଫୋରକ ଓପନିଂ ବ୍ୟାଟରଙ୍କ ମଧ୍ୟରେ ନିଜର ପରିଚୟ ସୃଷ୍ଟି କରିସାରିଛନ୍ତି ଅଭିଷେକ ଶର୍ମା। ତାଙ୍କର ବର୍ତ୍ତମାନର ଦମ୍‌ଦାର ଫର୍ମ ଦର୍ଶାଉଛି ଯେ, ରାଙ୍କିଂରେ…

BCCIର ବଡ଼ ନିଷ୍ପତ୍ତି: ଟିମ ଇଣ୍ଡିଆରୁ ବିଦାୟ ନେବେ ନୀତୀଶ ରେଡ୍ଡୀ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପରେ ଯୁବ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ଭାରତୀୟ ଦିନିକିଆ ଦଳରୁ ରିଲିଜ କରିବାକୁ ବଡ଼ ନିଷ୍ପତ୍ତି ନେଇଛି ଭାରତୀୟ…

ମ୍ୟାଚ୍ ହାରିଲା ଟିମ୍ ଇଣ୍ଡିଆ, କିନ୍ତୁ ଇତିହାସ ରଚିଲେ ଅଲରାଉଣ୍ଡର ଅକ୍ଷର ପଟେଲ

ନୂଆଦିଲ୍ଲୀ,୩୦।୧୦: ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲ ଟି-୨୦ କ୍ରିକେଟରେ ଏକ ନୂଆ ଇତିହାସ ରଚିଛନ୍ତି। ଟି-୨୦ କ୍ରିକେଟ ଫର୍ମାଟରେ ୩,୦୦୦ ରନ୍ ଏବଂ ୩୦୦ ଉଇକେଟର ‘ଡବଲ୍‌’…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଜଣେ ଗିରଫ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ଧବଳେଶ୍ୱର ପ୍ରଧାନ ଏବଂ ତାଙ୍କ ସାଙ୍ଗ କୃଷ୍ଣ ଗୌଡ଼ ଓରଫ କାଳିଆଙ୍କୁ…

ଧରାଶାୟୀ ହେଲା ରୂପା, ଫିକା ପଡ଼ିଲା ସୁନା ଚମକ: ୧୧ ମାସର ରେକର୍ଡ ଭାଙ୍ଗି ୮୩୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୩୦।୧୦: ସାରା ଦେଶରେ ଅକ୍ଟୋବର ୩୦ ତାରିଖରେ ସୁନା ଓ ରୂପା (ଚାନ୍ଦି) ଦରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରାଫା ବଜାରରେ…

ତପ୍ତପାଣି ଘାଟି ରାସ୍ତାରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ତପ୍ତପାଣି ଘାଟି ରାସ୍ତାରେ ଗାଡ଼ି ଚଳାଚଳ ଶୁକ୍ରବାର ସ୍ବାଭାବିକ ହୋଇଛି। ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ ନଂ. ଜାତୀୟ ରାଜପଥ ତପ୍ତପାଣି ଘାଟିର ବେଲଗଡ…

ହେଲିକପ୍ଟରରେ ଆସିଲା ରିଲିଫ ସାମଗ୍ରୀ: ଆକାଶମାର୍ଗରୁ ବନ୍ୟା କ୍ଷୟକ୍ଷତି ଆକଳନ କଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର, ୩୦ା୧୦ (ବାବୁଲା ପ୍ରଧାନ: ଶୁକ୍ରବାର ବାୟୁସେନାର ଏକ ହେଲିକପ୍ଟର ଭଞ୍ଜନଗରର ଜିଲୁଣ୍ଡୀ ପଡ଼ିଆରେ ଅବତରଣ କରିଥିଲା। ବନ୍ୟା ପ୍ରଭାବିତଙ୍କ ପାଇଁ ଆଣିଥିବା ରିଲିଫ ସାମଗ୍ରୀ ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?