Posted inଫୁରସତ

କ’ଣ କହେ ତ୍ରିରଙ୍ଗାର ରଙ୍ଗ

ତ୍ରିରଙ୍ଗାର ତିନୋଟି ରଙ୍ଗ ଆମକୁ ଅନେକ ସକରାତ୍ମକ ସଙ୍କେତ ଦେଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି। ଯେମିତିକି: ଏହାର ପ୍ରଥମ ରଙ୍ଗ ହେଉଛି ନାରଙ୍ଗୀ; ଯାହାକି ସାମାଜିକତାର ପ୍ରତୀକ। ତା’ସହିତ ମାନସିକ ସ୍ତରରେ ବ୍ୟକ୍ତିଙ୍କୁ ଦୃଢ କରିବାରେ ବି ଏହି ରଙ୍ଗ ପ୍ରେରଣା ଦେଇଥାଏ ବୋଲି ବିଶ୍ୱାସ ରହିଛି। ସେହିପରି ଦ୍ୱିତୀୟ ରଙ୍ଗ ହେଉଛି ଧଳା; ଯାହାକି ହେଉଛି ଶାନ୍ତି ଓ ଶୁଦ୍ଧତାର ପ୍ରତୀକ। ବ୍ୟକ୍ତିଙ୍କର ଖୋଲା ବିଚାର ଓ ସ୍ବତନ୍ତ୍ରତା ଉପରେ ଏହି ରଙ୍ଗ ସକାରାତ୍ମକ ପ୍ରଭାବ ପକାଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରରେ ଉଲ୍ଲେଖ ରହିଛି। ଶେଷରେ ହେଉଛି ସବୁଜ ରଙ୍ଗ; ଯାହାକି ମନରୁ ଅବସାଦ ଦୂର କରି ଭାଇଚାରା ବଢାଇବାରେ ବ୍ୟକ୍ତଙ୍କୁ ସାହାଯ୍ୟ କରିଥାଏ ବୋଲି ଲୋକବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ବିନା ଖାଇବା-ପିଇବାରେ କେତେଦିନ ବଞ୍ଚିପାରିବ ମଣିଷ? ଜାଣନ୍ତୁ ହ୍ୟୁମାନ ବଡ଼ିର କାପାସିଟି…

ମଣିଷ ଶରୀର ଆଶ୍ଚର୍ଯ୍ୟଜନକ ଭାବରେ ସ୍ଥିର, କିନ୍ତୁ ଏହାର କିଛି ବାୟୋଲଜିକାଲ ସୀମା ମଧ୍ୟ ଅଛି। ଖାଦ୍ୟ ଏବଂ ପାଣି ବିନା ବଞ୍ଚିବା ଶରୀର ମସ୍ତିଷ୍କ, ହୃଦୟ…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ନରମ ଶେଯ ବଦଳରେ ଦ୍ୱାର ମୁହଁରେ କାହିଁକି ଶୁଏ କୁକୁର? କାରଣ ଜାଣିଲେ ତାଜୁବ ହେବେ

ଯଦି ଆପଣଙ୍କର କୁକୁର ଅଛି, ତେବେ ଆପଣ ହୁଏତ ଏକ ଅଜବ ଅଭ୍ୟାସ ଲକ୍ଷ୍ୟ କରିଥିବେ। ଅନେକ ସମୟରେ, ଆରାମଦାୟକ ବିଛଣା, ସୋଫା କିମ୍ୱା ଘରର ଶାନ୍ତ…

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri