ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବରକୁ ଉଦ୍ଧାର କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି ।
ପୋଲିସ ସୂଚନା ଅନୁଯାୟୀ, ରବିବାର ବୌଦ୍ଧ ବ୍ଲକ ଅଧୀନ ବରଝୁଲି ଅଞ୍ଚଳର ଜଣେ ଯୁବକ ବିବାହ ପାଇଁ ବରଯାତ୍ରୀ ଗହଣରେ ହରଭଙ୍ଗା ବ୍ଲକର ମହିବାହାଲ ଗାଁକୁ ଯାଇଥିଲେ। ବିବାହ ଶୋଭାଯାତ୍ରା ସମୟରେ ବରଯାତ୍ରୀ ଦଳର କେତେଜଣ ଯୁବକ କନ୍ୟାଘର ଗାଁର କେତେଜଣ ଯୁବକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଫଳରେ କନ୍ୟାଘର ଗାଁର ଯୁବକମାନେ ବରଯାତ୍ରୀ ଦଳର ସେହି ଯୁବକଙ୍କୁ ଖୋଜାଖୋଜି କରିଥିଲେ। ହେଲେ ସେମାନେ ଫେରାର ହୋଇଯାଇଥିବାରୁ ଯୁବକମାନେ ବରକୁ ବନ୍ଧକ ରଖିଥିଲେ। ବିବାହ ଶେଷ ହେବା ପରେ ମଧ୍ୟ ଯିବାକୁ ଦେଇ ନ ଥିଲେ। କନ୍ୟାଘର ପକ୍ଷରୁ ଅଭିଯୋଗ ପାଇ ବୌଦ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବରକୁ ଉଦ୍ଧାର କରିଥିବା ଥାନା ଅଧିକାରୀ ତପସ୍ବିନୀ କହଁର ପ୍ରକାଶ କରିଛନ୍ତି  ।


Enter your email to get our daily news in your inbox.

All Right Reserved By Dharitri.Com

୨୨୦ କୋଟି ଟଙ୍କାର କୋକେନ୍‌ ଜବତ ମାମଲା: ଜାହାଜକୁ ପିଆଇସିଟି ବର୍ଥରୁ ସାଉଥ କେ ସ୍ଥାନାନ୍ତର

ପାରାଦୀପ,୭।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଲାଗିଥିବା ଜାହାଜ ‘ଏମ୍‌ଭି ଦେବୀ’ରୁ ୨୨୦ କୋଟି ଟଙ୍କାର କୋକେନ୍‌ ଜବତ ଘଟଣା କ୍ରମଶଃ ଜଟିଳ ହେଉଛି।...

ବର ଶୋଭଯାତ୍ରା ପୂର୍ବରୁ ଅଘଟଣ: ପେଟ୍ରୋଲ ନିଆଁରେ ୩ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ପଟ୍ଟାମୁଣ୍ଡାଇ, ୭ା୧୨ (କଳ୍ପତରୁ ନାୟକ): ବାହାଘର ପାଇଁ ବନ୍ଧୁବାନ୍ଧବ ଆସି ଘରେ ପହଞ୍ଚତ୍ ସାରିଥିଲେ। ବରକୁ ନେଇ ବରଯାତ୍ରୀ କନ୍ୟାଘରକୁ ଯିବାକୁ ପ୍ରସ୍ତୁତ ହେଉଥିଲେ।  ଏଥିପାଇଁ...

ଅଟୋ ଚଳାଇଲେ ଦିବ୍ୟଶଙ୍କର

ଭବାନୀପାଟଣା,୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ହେଲିକେପ୍ଟର, ଉଡାଜାହାଜ ଚଳାଇବା କଥା ସମସ୍ତେ ଜାଣନ୍ତି। ହେଲେ...

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି।...

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ପାହାଡ଼ରୁ ଧସିଲା ମାଟି ଅତଡ଼ା

କୋରାପୁଟ/ନାରାୟଣପାଟଣା,୭।୧୨(ଅମିତାଭ ବେହେରା/ରାଜକିଶୋର ଜେନା): ବାତ୍ୟା ମିଗ୍‌ଜୋମ୍‌ର ଭୟ ଟଳି ଯାଇଥିବା ବେଳେ ଦେଇଯାଇଛି ଦୁଃଖ l ଏହାର ପ୍ରଭାବରେ କୋରାପୁଟ ଜିଲାରେ ୨ ଦିନ ହେଲା...

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri