ହରି ଯାହା ଭାବୁଥିଲେ..

ହାସ୍ୟାଭିନେତା ହରିହର ମହାପାତ୍ର ଓରଫ ହରି ଭାଇ। ସବୁବେଳେ ସେ ଚେଷ୍ଟା କରିଥାଆନ୍ତି ଏକ ସାମ୍ପ୍ରତିକ ଘଟଣାକୁ ସିନେମାର ରୂପ ଦେବାକୁ। ଆଜିକାଲି ରିଲ୍‌ ବନାଇବା ଏକ ଫେସନ ପାଲିଟି ଗଲାଣି। ଆଉ ଏଭଳି ଏକ କୌତୁହଳପୂର୍ଣ୍ଣ ବିଷୟକୁ ଆଧାର କରି ସେ ରଚନା କରିଥିବା କାହାଣୀ ଶେଷରେ ଚଳଚ୍ଚିତ୍ରରେ ରୂପାନ୍ତିରତ ହୋଇଛି। ଏହାର ଟାଇଟଲ ରହିଛି ‘ଭଗିଆ ଭାରିଯା’। କାହାଣୀ ଅନୁସାରେ ଏକ ନିପଟ ମଫସଲରେ ରହୁଥିବା ଭଗିଆର ଭାରିଯାକୁ ଏହି ନିଶା ଘାରିଛି। ସେହି ନିଶାକୁ ନେଇ ସେ ଯେଉଁ ଲକ୍ଷ୍ୟ ରଖିଛି ତାହା ପୂରଣ ହେଉଛି କି ନାହିଁ ତାହାର ଉତ୍ତର ସିନେମାରେ ପାଇବେ। ହରିବୋଲ ମିଡିଆ ଏଣ୍ଟରଟେନମେଣ୍ଟ ପ୍ରା.ଲି. ବ୍ୟାନରରେ ଏହାର ଶୁଟିଂ ଚାଲୁ ରହିଛି। ଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା ମଧ୍ୟ ସେ କରିଛନ୍ତି। ”ଏକ ଭିନ୍ନ ଧରଣର କାହାଣୀକୁ ନେଇ ପ୍ରସ୍ତୁତ ହେଉଛି ‘ଭଗିଆ ଭାରିଯା’। ଏଥିରେ ଅନେକ କିଛି ଶିକ୍ଷଣୀୟ କଥା ଭରି ରହିଛି ବୋଲି କହନ୍ତି ହରି।“ ଡ. ଭୀଷ୍ମ ରଥ ଏବଂ ହରିହର ମହାପାତ୍ରଙ୍କ ପ୍ରଯୋଜିତ ଏହି ଫିଲ୍ମଟିର ନିର୍ଦ୍ଦେଶନା ଦେଉଛନ୍ତି ମୃତ୍ୟୁଞ୍ଜୟ ସାହୁ (ବାପି)। ହରି ଏହାର ନାୟକ ସାଜିଥିବା ବେଳେ ଟାଇଟଲ ଭୂମିକାରେ ଅଭିନୟ କରୁଛନ୍ତି ଦେବଜାନୀ। ସଂଯୋଜିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ମଳୟ ମିଶ୍ର। ଏହାର ବିଭିନ୍ନ ଭୂମିକାରେ ବବି ମିଶ୍ର ଏବଂ ପୁପିନ୍ଦର ମଧ୍ୟ ଦେଖିବାକୁ ମିଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri