Posted inଖେଳ

ପାକିସ୍ତାନକୁ ଫସାଇବା ଭଳି ଯଦି ଜିମ୍ବାଓ୍ବେ ବାଜି ମାରି ନିଏ, ମଉଳିଯାଇପାରେ ଭାରତର ସେମିଫାଇନାଲ ଆଶା…

ନୂଆଦିଲ୍ଲୀ,୫।୧୧: ଟି୨୦ ବିଶ୍ୱକପ୍‌ ୨୦୨୨ରେ ଭାରତ ସୁପର-୧୨ ଚରଣର ଅନ୍ତିମ ମୁକାବିଲା ଜିମ୍ବାଓ୍ବେ ବିପକ୍ଷରେ ଖେଳିବ। ଏବେ ଦଳ ଗ୍ରୁପ୍‌ର ଶୀର୍ଷରେ ରହିଥିବା ଯୋଗୁ ଯଦି ଜିମ୍ବାଓ୍ବେ ବିପକ୍ଷରେ ମ୍ୟାଚ୍‌ ଜିତିଯାଏ ତେବେ ସିଧା ସେମିଫାଇନାଲକୁ ଯିବ। ରବିବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚକୁ ନେଇ ଏବେଠାରୁ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ବିଶେଷକରି ଟି୨୦ ଫର୍ମାଟରେ ହେଉଥିବା ପରିବର୍ତ୍ତନକୁ ନେଇ କିଛି ବି ହୋଇପାରେ ବୋଲି କୁହାଯାଉଛି।

ନିକଟରେ ଜିମ୍ବାଓ୍ବେ ପାକିସ୍ତାନ ବିପକ୍ଷରେ ଖେଳିଥିବା ମୁକାବିଲାରେ ଚମତ୍କାର ବିଜୟ ହାସଲ କରିଥିଲେ। ସର୍ବନିମ୍ନ ସ୍କୋର ସତ୍ତ୍ୱେ ଦଳ ଶେଷ ପର୍ଯ୍ୟନ୍ତ ଲଢ଼ି ୧ ରନ୍‌ରେ ବିଜେତା ହୋଇଥିଲା। ଏହି କାରଣରୁ ଜିମ୍ବାଓ୍ବେକୁ ହାଲୁକା ଭାବେ ନେବା ଭୁଲ ହେବ। ଅପରପକ୍ଷେ ବିଶ୍ୱକପ୍‌ରେ ଏଭଳି ସ୍ଥିତି ଯେ ଭାରତ ସେମିଫାଇନାଲ ନିଶ୍ଚିତ ଭାବେ ଖେଳିବ ବୋଲି ଅନୁମାନ କରାଯାଉଛି। ହେଲେ ପରିସ୍ଥିତି କେବେ ବି ବଦଳିପାରେ।

ଜିମ୍ବାଓ୍ବେ ଯଦି ଭାରତ ବିପକ୍ଷରେ ଜିତିଯାଏ ତେବେ ଟିମ୍‌ ଇଣ୍ଡିଆ ୫ ମ୍ୟାଚ୍‌ରେ ୩ ବିଜୟ, ୨ ହାର ସହ ୬ ପଏଣ୍ଟ ପାଇବ। ସେହିଭଳି ବିଜୟ ସହ ଜିମ୍ବାଓ୍ବେ ୨ ବିଜୟ, ୨ ପରାଜୟ ଏବଂ ୧ ଅସମ୍ପୂର୍ଣ୍ଣ ମ୍ୟାଚ୍‌ ସହ ୫ ପଏଣ୍ଟ ପାଇବ। ଏବେ ଗ୍ରୁପ୍‌-୨ର ପ୍ରତ୍ୟେକ ଟିମ୍‌ ଗୋଟିଏ ଗୋଟିଏ ମ୍ୟାଚ୍‌ ଖେଳିବେ। ରବିବାର ଦକ୍ଷିଣ ଆଫ୍ରିକା-ନେଦରଲ୍ୟାଣ୍ଡ,ଭାରତ-ଜିମ୍ବାଓ୍ବେ ଏବଂ ପାକିସ୍ତାନ-ବାଲାଂଦେଶ ମଧ୍ୟରେ ମ୍ୟଚ୍‌ ଖେଳାଯିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri