Posted inଜାତୀୟ

ଜ୍ୟୋତିଙ୍କ ଲାପଟପ, ମୋବାଇଲ, ଏଫଡି କ’ଣ ଅଛି ଏଥିରେ, ଯାହାକୁ ନେଇଗଲେ ସୁରକ୍ଷା ଏଜେନ୍ସି? ବାପା କହିଲେ…

ନୂଆଦିଲ୍ଲୀ,୨୨।୫: ପାକିସ୍ତାନର ଗୁଇନ୍ଦା ସଂସ୍ଥା ପାଇଁ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗରେ ଲୋକପ୍ରିୟ YouTuber ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ମାମଲାର ଗଭୀର ତଦନ୍ତ କରିବା ପାଇଁ କୋର୍ଟ ତାଙ୍କୁ ପାଞ୍ଚ ଦିନିଆ ପୋଲିସ ରିମାଣ୍ଡରେ ପଠାଇ ଦେଇଛନ୍ତି।
ଜ୍ୟୋତି ମାଲହୋତ୍ରାଙ୍କ ବାପାଙ୍କ ଅନୁଯାୟୀ, ଗିରଫଦାରୀ ସମୟରେ, ତଦନ୍ତକାରୀ ସଂସ୍ଥା ଦଳ ସେମାନଙ୍କ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହିତ ମୋବାଇଲ ଫୋନ ଏବଂ ଲାପଟପ ଭଳି କିଛି ଇଲେକ୍ଟ୍ରୋନିକ ଉପକରଣ ଜବତ କରିଥିଲା। ଏହି ଡିଭାଇସଗୁଡ଼ିକରେ କୌଣସି ସମ୍ବେଦନଶୀଳ ସୂଚନା ଆଦାନପ୍ରଦାନ ହୋଇଛି କି ନାହିଁ ତାହା ଜାଣିବା ପାଇଁ ଫରେନସିକ ତଦନ୍ତ କରାଯାଉଛି।
ଜ୍ୟୋତି ମାଲହୋତ୍ରାଙ୍କ ବାପା ନ୍ୟୁଜ ଏଜେନ୍ସି ANIକୁ କହିଛନ୍ତି, ‘ଜ୍ୟୋତି ମୋତେ କହିଥିଲେ ଯେ ସେ ଭାରତୀୟ ଅଧିକାରୀଙ୍କ ଠାରୁ ଅନୁମତି ନେଇ ପାକିସ୍ତାନ ଯାଇଥିଲେ। ଜ୍ୟୋତିଙ୍କର ପାକିସ୍ତାନରେ ଜଣେ ବନ୍ଧୁ ଅଛନ୍ତି, ଯାହାଙ୍କ ସହ ସେ କଥାବାର୍ତ୍ତା କରନ୍ତି। ଗୁରୁବାର ପୋଲିସ ମୋ ଘରକୁ ଆସିଥିଲା ଏବଂ ସେମାନଙ୍କ ସହିତ ଜଣେ କ୍ୟାମେରାମ୍ୟାନ ମଧ୍ୟ ଥିଲେ। ସେମାନେ ମୋ ଘରୁ ଯାହା ବି ଜିନିଷ ନେଇଛନ୍ତି, ତାହାର ଏକ ଭିଡିଓ ତିଆରି କରାଯାଇଥିଲା। ସେମାନେ ମୋ ଘରୁ ବ୍ୟାଙ୍କ କପି, FD ଡକ୍ୟୁମେଣ୍ଟ, ତିନୋଟି ମୋବାଇଲ ଫୋନ, ପାସପୋର୍ଟ ଏବଂ ଲାପଟପ ନେଇଯାଇଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri