‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଲେ ଅସ୍ମିତା ବି ମୁଁ ପଣ, ଅହଂଜ୍ଞାନ, ମୁଁ ଭାବ, ମୁଁ ଅଛି- ଏହି ଭାବ, ଆତ୍ମ ପରିଚିତି ।

ଓଡ଼ିଆ ଅସ୍ମିତାକୁ ଉଜ୍ଜୀବିତ କରିବା, ଓଡ଼ିଶାର କଳା, ସ୍ଥାପତ୍ୟ, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟର ପ୍ରଚାର ପ୍ରସାରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ୨୦୦କୋଟି ଟଙ୍କାର ଓଡ଼ିଆ ଅସ୍ମିତା ନିମନ୍ତେ ସ୍ବତନ୍ତ୍ର ପାଣ୍ଠି ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri