ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ଉପରେ ହୋଇଛି କଳା ଯାଦୁ! ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ…

ମାଲେ,୨୮।୬: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ଉପରେ କଳା ଯାଦୁ କରିଥିବା ଅଭିଯୋଗରେ ଜଣେ କ୍ୟାବିନେଟ ମନ୍ତ୍ରୀ ଗିରଫ ହୋଇଛନ୍ତି। କଳା ଯାଦୁ ଅଭିଯୋଗରେ ଗିରଫ ହୋଇଥିବା ମହିଳା ମନ୍ତ୍ରୀ ହେଉଛନ୍ତି ସରକାରଙ୍କ ପରିବେଶ ମନ୍ତ୍ରୀ ଫାତିମା ଶମନାଜ ମୁଇଜୁ। ତାଙ୍କ ସହ ଅନ୍ୟ ଦୁଇ ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି। ଯେଉଁଥିରେ ଫାତିମାଙ୍କ ଭାଇ ମଧ୍ୟ ଅନ୍ତର୍ଭୁକ୍ତ।ଗିରଫ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ଯେଉଁଠାରୁ ସେମାନଙ୍କୁ ସାତ ଦିନ ରିମାଣ୍ଡରେ ପଠାଯାଇଛି। ଏହାପୂର୍ବରୁ ଫାତିମାଙ୍କ ଘରେ ହୋଇଥିବା ଚଢାଉରେ ଅନେକ ଆପତ୍ତିଜନକ ଜିନିଷ ମିଳିଥିଲା, ଯାହାକୁ ସେ ଏହାକୁ କଳା ଯାଦୁରେ ବ୍ୟବହାର କରୁଥିବା କୁହାଯାଉଛି।

କଳା ଯାଦୁ କ’ଣ:
ବିଶ୍ୱାସ କରାଯାଏ ଯେ କଳା ଯାଦୁ ହେଉଛି ଏପରି ଏକ କଳା, ଯାହା ମାଧ୍ୟମରେ ଯେକୌଣସି ବ୍ୟକ୍ତି ଅନ୍ୟ ଜଣକୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରନ୍ତି । ଏହାକୁ ଭାରତ ସମେତ ସମଗ୍ର ବିଶ୍ୱରେ ଉପସ୍ଥିତ ଥିବା ଅନେକ ତାନ୍ତ୍ରିକମାନେ ବ୍ୟବହାର କରନ୍ତି । କଳା ଯାଦୁ ହେଉଛି ଏକ ଗୁପ୍ତ କଳା ଯାହା ପ୍ରାୟତଃ କାହାକୁ ବଶୀଭୂତ କରିବା କିମ୍ବା ଶତ୍ରୁକୁ ପରାସ୍ତ କରିବା ପାଇଁ ବ୍ୟବହୃତ ହୁଏ। କୁହାଯାଏ ଯେ ଯେଉଁ ବ୍ୟକ୍ତିଙ୍କ ଉପରେ କଳା ଯାଦୁ କରାଯାଇଥାଏ, ସେ ନିଜ ଉପରେ ନିୟନ୍ତ୍ରଣ ହରାଇଥାଏ। ଏହା ମାନସିକ, ଶାରୀରିକ ଏବଂ ଆର୍ଥିକ ଦୃଷ୍ଟିରୁ ଜଣେ ବ୍ୟକ୍ତିଙ୍କ ଜୀବନକୁ ପ୍ରଭାବିତ କରିଥାଏ । କଳା ଯାଦୁ ଦ୍ୱାରା ପ୍ରଭାବିତ ବ୍ୟକ୍ତି ତାଙ୍କ ଜୀବନରେ ଅନେକ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ଅନେକ ଥର ସେ ମଧ୍ୟ ମାନସିକ ସନ୍ତୁଳନ ହରାଇ କିଛି ଅଜବ କାର୍ଯ୍ୟ କରିବା ଆରମ୍ଭ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri