ପୋଲାଭରମ ପାଇଁ ସରକାର କ’ଣ କରୁଛି: ତାରା ବାହିନୀପତି

ଭୁବନେଶ୍ୱର,୨୭।୭: ନୀତି ଆୟୋଗ ବୈଠକକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡିଶାରୁ ୨୦ ଏମ୍‌ପି ଯାଇଛନ୍ତି। ତେଣୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ପୋଲାଭରମ ଓ ସତନ୍ତ୍ର ପ୍ୟାକେଜ ମାଗନ୍ତୁ । ୫୦ ହଜାର କୋଟି ଓଡ଼ିଶାକୁ ଦେବାକୁ ଦାବି କରନ୍ତୁ।
ସେହିପରି କୋଇଲା ରୟାଲଟି ବୃଦ୍ଧି କରିବା ଦାବି ଉଠାନ୍ତୁ ବୋଲି ତାରା କହିଛନ୍ତି। ପ୍ରତ୍ୟେକ ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବା ଲାଗି ସେ ଦାବି କରିଛନ୍ତି।
ପୋଲାଭରମ ପାଇଁ ବର୍ତ୍ତମାନ ସରକାର କ’ଣ କରୁଛି ବୋଲି ସେ ପ୍ରଶ୍ନ କରିଛନ୍ତି । ପୋଲାଭରମ ସମସ୍ୟାରେ ମୋଟୁ ପଡିଆ, ଆଦିବାସୀ ଅଞ୍ଚଳ ଜମି ବୁଡିବନି ଘର ବୁଡିବନି ଭାଜପା ପ୍ରତିଶ୍ରୁତି ଦେଇକି ଜିତିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ହସ୍ତକ୍ଷପ କରନ୍ତୁ, ପ୍ରଧାନମନ୍ତ୍ରୀ ସହ ଆଲୋଚନା କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri