Posted inଜାତୀୟ

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ ବଦଳରେ ଶାନ୍ତି ଆଲୋଚନା କଲେ କ୍ଷତି କ’ଣ: ଆୟାର…

ନୂଆଦିଲ୍ଲୀ,୨୪।୮ : ଯଦି ଆମେ ପାକିସ୍ତାନ ଉପରେ ଆକ୍ରମଣ କରିପାରିବା ତେବେ ଶାନ୍ତି ପାଇଁ କଥାବାର୍ତ୍ତା କାହିଁକି ହୋଇପାରିବ ନାହିଁ ବୋଲି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ମଣି ଶଙ୍କର ଆୟାର ପ୍ରଶ୍ନ କରିଛନ୍ତି। ମଣି ଶଙ୍କର ଆୟାରଙ୍କ ଅନୁଯାୟୀ, ବର୍ତ୍ତମାନର ସରକାର ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ କରିପାରନ୍ତି, କିନ୍ତୁ ଟେବୁଲ ଉପରେ ବସି ପାକିସ୍ତାନର ନେତାଙ୍କ ସହ କଥାବାର୍ତ୍ତା କରିବାକୁ ସାହସ ନାହିଁ।

ସେ କହିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଦର୍ଶାଇଥିଲେ ପାକିସ୍ତାନ ସହ ଆଲୋଚନା କରି କଶ୍ମୀର ଉପରେ ଏକ ଚାରସୁତ୍ରୀସମାଧାନ ହୋଇପାରିବ।

ଯେପର୍ଯ୍ୟନ୍ତ ଆମେ ପାକିସ୍ତାନ ସହ ସମସ୍ୟାର ସମାଧାନ କରିବାରେ ସକ୍ଷମ ନାହୁଁ, ମୁଁ ଭୟ କରୁଛି ପାକିସ୍ତାନ ଆମ ବେକ ଉପରେ ଏକ ବୋଝ ପରି ରହିବ ଏବଂ ଆମେ କଦାପି ବିଶ୍ୱର’ବିଶ୍ୱଗୁରୁ ହୋଇପାରିବା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?