କେଉଁ ଜିନିଷ ଘରେ ରଖିବା ସବୁୂଠୁ ବଡ଼ ଅଶୁଭ

ଘର ସଜାଇବା କାହାକୁ ବା ଭଲ ନ ଲାଗେ। ସେଥିପାଇଁ କିଏ କେତେ ପ୍ରକାରର ଘରସଜ୍ଜା ସାମଗ୍ରୀରେ ଘର ସଜାଇଥାନ୍ତି। ହେଲେ ଏମିତି ବି କିଛି ଜିନିଷ ଅଛି; ଯେଉଁଥିରେ ଘର ସଜାଇବାକୁ ନେଇ ବାସ୍ତୁଶାସ୍ତ୍ରରେ ବାରଣ କରାଯାଇଛି…
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଦର୍ପଣ ହେଉଛି ଏକ ଶକ୍ତିଶାଳୀ ତତ୍ତ୍ୱ; ଯାହା ସକାରାତ୍ମକ ଊର୍ଜାକୁ ଆକର୍ଷିତ କରିବା ସହ ଧନକୁ ବି ପ୍ରଭାବିତ କରିଥାଏ। ତେଣୁ କାଚରେ ତିଆରି ଘରସଜ୍ଜା ସାମଗ୍ରୀକୁ ଘରେ ରଖିବା ଶୁଭ। କିନ୍ତୁ ଭାଙ୍ଗି ଯାଇଥିବା କାଚ କି ଦର୍ପଣକୁ ମୁହୂର୍ତ୍ତକ ପାଇଁ ବି ଘରେ ରଖିବା ଶୁଭଙ୍କର ନୁହେଁ। ଏହା ସମ୍ପର୍କରେ ତିକ୍ତତା ଆଣିବା ସହ ପ୍ରଗତିରେ ବାଧା ସୃଷ୍ଟି କରେ ବୋଲି ବିଶ୍ୱାସ କରାଯାଏ।
* ଘରେ କୌଣସି ଜଙ୍ଗଲୀ ପ୍ରାଣୀ ଯେମିତି କି ବାଘ, ସିଂହ, ଭାଲୁ, ସାପ, ପେଚା ଆଦିଙ୍କର ଫଟୋ କି ଚିତ୍ର ରଖିବା ବି ଠିକ୍‌ ନୁହେଁ। ଏହା ପରିବାର ସଦସ୍ୟଙ୍କ ମନରେ ଡର, ଏକଲାପଣର ଭାବନା ସୃଷ୍ଟି କରିଥାଏ।
* ଏହା ବଦଳରେ ସୁନ୍ଦର ପ୍ରାକୃତିକ ଦୃଶ୍ୟ କିମ୍ବା ପକ୍ଷୀମାନଙ୍କର ସୁନ୍ଦର ଫଟୋ ହେଉ କି ଚିତ୍ର ଲଗାଇପାରିବେ।
* କାକଟସ୍‌ ଭଳି କଣ୍ଟା ଜାତୀୟ ଉଦ୍ଭିଦକୁ ଘରେ ରଖିବା ଆଦୌ ଠିକ୍‌ ନୁହେଁ। ଏହା ପରିବାରବର୍ଗଙ୍କ ମନରେ ଚିଡିଚିଡ଼ାପଣ, ଝଗଡ଼ା ଭଳି ନକାରାତ୍ମକତା ସୃଷ୍ଟି କରିଥାଏ। କିନ୍ତୁ ଗୋଲାପ ଗଛ କଣ୍ଟାଜାତୀୟ ହେଲେ ବି ଏହାକୁ ଘରେ ରଖିପାରିବେ।
* କାନ୍ଦୁଥିବା ଶିଶୁ, ସମୁଦ୍ରରେ ଝଡ଼ ସୃଷ୍ଟି ହେଉଥିବାର ଚିତ୍ର, ଯୁଦ୍ଧର ଫଟୋ ଅଥବା ଏକାକୀ ଗୋଟିଏ ପକ୍ଷୀ ବସିଥିବାର ପେଣ୍ଟିଂକୁ ବି ଘରେ ଲଗାଇବା ଠିକ୍‌ ନୁହେଁ। ଏହା ମନରେ ନକାରାତ୍ମକ ଭାବ ସୃଷ୍ଟି କରିଥାଏ।
* ଖରାପ କିମ୍ବା ବନ୍ଦ ହୋଇଯାଇଥିବା ଘଣ୍ଟାକୁ ବି ଘରେ ରଖିଲେ ପରିବାରର ସୁଖଶାନ୍ତି ଉପରେ କୁ-ପ୍ରଭାବ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଚୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri