ଅଭିନେତା ଅନୁପମ ଖେରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତା ଅନୁପମ୍‌ ଖେର ଇଣ୍ଡଷ୍ଟ୍ରିର ଉଚ୍ଚକୋଟୀର ତାରକା ଭାବେ ଜଣାଶୁଣା। ସେ ଅନେକ ହିଟ୍‌ ଫିଲ୍ମରେ କାମ କରିଛନ୍ତି। ଆଜି ଅନୁପମ ତାଙ୍କର ୬୮ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ କରିଛନ୍ତି। ଯଦିଓ ସେ ସଫଳତାର ଶିଖରରେ ପହଞ୍ଚିବା ପାଇଁ ବହୁ ସଂଘର୍ଷ କରିଛନ୍ତି।
ଅନୁପମ ତାଙ୍କ ଫିଲ୍ମ ମାଧ୍ୟମରେ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ଏହାସହିତ ସେ ମଧ୍ୟ ଅନେକ ବ୍ରାଣ୍ଡ୍‌ର ବିଜ୍ଞାପନରୁ ଟଙ୍କା ଆୟ କରନ୍ତି। ତାଙ୍କ ମୋଟ ନିଟ୍‌ ମୂଲ୍ୟ ପ୍ରାୟ ୪୫୦ କୋଟି ଟଙ୍କା ବୋଲି କୁହାଯାଉଛି। ଅନୁପମଙ୍କ ମୁମ୍ବାଇରେ ଦୁଇଟି ବଙ୍ଗଳା ଅଛି। ଗୋଟିଏ ବଙ୍ଗଳା ଅନ୍ଧେରିରେ ଥିବାବେଳେ ଅନ୍ୟଟି ଜୁହୁରେ ଅଛି। ଉଭୟ ବଙ୍ଗଳାର ମୂଲ୍ୟ ୫ କୋଟିରୁ ଅଧିକ।
ଅନୁପମ କେବଳ ଅଭିନୟ କରନ୍ତି ନାହିଁ, ସେ ଜଣେ ନିର୍ମାତା, ନିର୍ଦ୍ଦେଶକ ମଧ୍ୟ। ଏହାସହିତ ସେ ମଧ୍ୟ ଅନେକ ବ୍ୟବସାୟ ମାଧ୍ୟମରେ ରୋଜଗାର କରନ୍ତି। କାର ସଂଗ୍ରହ ବିଷୟରେ କହିବାକୁ ଗଲେ ଅନୁପମ ଖେରଙ୍କ ବିଏମ୍‌ଡବ୍ଲୁ, ସ୍କର୍ପିଓ ପରି ଅନେକ କାର ଅଛି। ସେ ଗୋଟିଏ ଫିଲ୍ମ ପାଇଁ ପ୍ରାୟ ୩ରୁ ୫ କୋଟି ଚାର୍ଜ କରନ୍ତି ଏବଂ ବାର୍ଷିକ ୩୦ କୋଟିରୁ ଅଧିକ ରୋଜଗାର କରନ୍ତି।
ତାଙ୍କ ରୋଜଗାର କିଛି ବର୍ଷ ମଧ୍ୟରେ ୩୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଚଳଚ୍ଚିତ୍ର ବ୍ୟତୀତ ଅନେକ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ ଏବଂ ବ୍ୟକ୍ତିଗତ ନିବେଶରୁ ରୋଜଗାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri