ଅମ୍ରିତା ସିଂଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଅଭିନ୍ରେତୀ ଅମ୍ରିତା ସିଂ ଆଜି ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ୯ ଫେବୃଆରୀ ୧୯୫୮ରେ ଜନ୍ମ ହୋଇଥିବା ଅମ୍ରିତା ସନି ଦେଓଲଙ୍କ ବିପକ୍ଷରେ ଫିଲ୍ମ ‘ବେତାବ’ ସହିତ ୧୯୮୩ରେ ବଲିଉଡରେ ଡେବ୍ୟୁ କରିଥିଲେ। ସେ ୯୦ ଦଶକର ଜଣେ ଭେଟେରାନ ଅଭିନେତ୍ରୀ ଥିଲେ। ତାଙ୍କର ଦୃଢ ଅଭିନୟ ହେତୁ ସେ ତାଙ୍କ କ୍ୟାରିୟରରେ ଅନେକ ଥର ଫିଲ୍ମଫେୟାର ଏବଂ ଆଇଫା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ। ଅମ୍ରିତା ୧୯୯୪ରେ ‘ଆଇନା’ ପାଇଁ ଫିଲ୍ମଫେୟାର ପୁରସ୍କାର ପାଇଥିଲେ। ଏଥି ସହିତ ଅମ୍ରିତା ଫିଲ୍ମ ‘୨ ଷ୍ଟେଟ୍‌ସ’ରେ ତାଙ୍କ ଭୂମିକା ପାଇଁ ମଧ୍ୟ ପ୍ରଶଂସିତ ହୋଇଥିଲେ।
ଅମ୍ରିତା ତାଙ୍କ କ୍ୟାରିୟରର ଶିଖରରେ ଥିବାବେଳେ ସେ ସୈଫ ଅଲି ଖାନଙ୍କୁ ବିବାହ କରିଥିଲେ। ତେବେ ବିବାହର କିଛି ବର୍ଷ ପରେ ଦୁହେଁ ଛାଡପତ୍ର ହୋଇଥିଲେ। ଏହି ଦମ୍ପତିଙ୍କର ଦୁଇଟି ସନ୍ତାନ ଅଛନ୍ତି। ଝିଅ ସାରା ଅନେକ ବଲିଉଡ ଫିଲ୍ମରେ ଅଭିନୟ କରିଛନ୍ତି। ବଲିଉଡର ବରିଷ୍ଠ ଅଭିନେତାମାନଙ୍କ ସହ କାମ କରିଥିବା ଏବଂ ପଟୌଦି ପରିବାରର ବୋହୂ ଅମୃତା ସିଂ ଆଜି ବହୁତ ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରୁଛନ୍ତି।
ଅମ୍ରିତା ତାଙ୍କର ମୋଟ ସମ୍ପତ୍ତି ୧୫ ମିଲିୟନ ଡଲାର। ସେ କେବଳ ଫିଲ୍ମରୁ ରୋଜଗାର କରନ୍ତି ନାହିଁ, ବରଂ ସେ ଟିଭି, ବ୍ରାଣ୍ଡ, ବିଜ୍ଞାପନ ଏବଂ ଅନ୍ୟାନ୍ୟ ଉପାୟରୁ ମଧ୍ୟ ରୋଜଗାର କରନ୍ତି। ସେ ମାସକୁ ୨୦ ଲକ୍ଷରୁ ଅଧିକ ରୋଜଗାର କରନ୍ତି। ଅମ୍ରିତା ମଧ୍ୟ ମୁମ୍ବାଇର ଏକ ବିରାଟ ବଙ୍ଗଳାର ମାଲିକ। ତାଙ୍କ ପାଖରେ ତିନି କୋଟି ମୂଲ୍ୟର ବଙ୍ଗଳା ଏବଂ ଦୁଇ କୋଟି ମୂଲ୍ୟର ଏକ ଫାର୍ମ ହାଉସ ଅଛି। ତାଙ୍କୁ ଶେଷ ଥର ପାଇଁ ଅମିତାଭ ବଚ୍ଚନ ଏବଂ ତାପସୀ ପନ୍ନୁ ଷ୍ଟାରର ‘ବଦଲା’ରେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri