ଅମ୍ରିତା ସିଂଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଅଭିନ୍ରେତୀ ଅମ୍ରିତା ସିଂ ଆଜି ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ୯ ଫେବୃଆରୀ ୧୯୫୮ରେ ଜନ୍ମ ହୋଇଥିବା ଅମ୍ରିତା ସନି ଦେଓଲଙ୍କ ବିପକ୍ଷରେ ଫିଲ୍ମ ‘ବେତାବ’ ସହିତ ୧୯୮୩ରେ ବଲିଉଡରେ ଡେବ୍ୟୁ କରିଥିଲେ। ସେ ୯୦ ଦଶକର ଜଣେ ଭେଟେରାନ ଅଭିନେତ୍ରୀ ଥିଲେ। ତାଙ୍କର ଦୃଢ ଅଭିନୟ ହେତୁ ସେ ତାଙ୍କ କ୍ୟାରିୟରରେ ଅନେକ ଥର ଫିଲ୍ମଫେୟାର ଏବଂ ଆଇଫା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ। ଅମ୍ରିତା ୧୯୯୪ରେ ‘ଆଇନା’ ପାଇଁ ଫିଲ୍ମଫେୟାର ପୁରସ୍କାର ପାଇଥିଲେ। ଏଥି ସହିତ ଅମ୍ରିତା ଫିଲ୍ମ ‘୨ ଷ୍ଟେଟ୍‌ସ’ରେ ତାଙ୍କ ଭୂମିକା ପାଇଁ ମଧ୍ୟ ପ୍ରଶଂସିତ ହୋଇଥିଲେ।
ଅମ୍ରିତା ତାଙ୍କ କ୍ୟାରିୟରର ଶିଖରରେ ଥିବାବେଳେ ସେ ସୈଫ ଅଲି ଖାନଙ୍କୁ ବିବାହ କରିଥିଲେ। ତେବେ ବିବାହର କିଛି ବର୍ଷ ପରେ ଦୁହେଁ ଛାଡପତ୍ର ହୋଇଥିଲେ। ଏହି ଦମ୍ପତିଙ୍କର ଦୁଇଟି ସନ୍ତାନ ଅଛନ୍ତି। ଝିଅ ସାରା ଅନେକ ବଲିଉଡ ଫିଲ୍ମରେ ଅଭିନୟ କରିଛନ୍ତି। ବଲିଉଡର ବରିଷ୍ଠ ଅଭିନେତାମାନଙ୍କ ସହ କାମ କରିଥିବା ଏବଂ ପଟୌଦି ପରିବାରର ବୋହୂ ଅମୃତା ସିଂ ଆଜି ବହୁତ ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରୁଛନ୍ତି।
ଅମ୍ରିତା ତାଙ୍କର ମୋଟ ସମ୍ପତ୍ତି ୧୫ ମିଲିୟନ ଡଲାର। ସେ କେବଳ ଫିଲ୍ମରୁ ରୋଜଗାର କରନ୍ତି ନାହିଁ, ବରଂ ସେ ଟିଭି, ବ୍ରାଣ୍ଡ, ବିଜ୍ଞାପନ ଏବଂ ଅନ୍ୟାନ୍ୟ ଉପାୟରୁ ମଧ୍ୟ ରୋଜଗାର କରନ୍ତି। ସେ ମାସକୁ ୨୦ ଲକ୍ଷରୁ ଅଧିକ ରୋଜଗାର କରନ୍ତି। ଅମ୍ରିତା ମଧ୍ୟ ମୁମ୍ବାଇର ଏକ ବିରାଟ ବଙ୍ଗଳାର ମାଲିକ। ତାଙ୍କ ପାଖରେ ତିନି କୋଟି ମୂଲ୍ୟର ବଙ୍ଗଳା ଏବଂ ଦୁଇ କୋଟି ମୂଲ୍ୟର ଏକ ଫାର୍ମ ହାଉସ ଅଛି। ତାଙ୍କୁ ଶେଷ ଥର ପାଇଁ ଅମିତାଭ ବଚ୍ଚନ ଏବଂ ତାପସୀ ପନ୍ନୁ ଷ୍ଟାରର ‘ବଦଲା’ରେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri