Odisha Elections 2024
Posted inଫୁରସତ

ଓ୍ବେବ୍‌ ସିରିଜ ଦେଖିବା ବହୁତ ପସନ୍ଦ କି? କହିଲେ ଦେଖି ‘OTT’ର ଫୁଲଫର୍ମ…

ବର୍ତ୍ତମାନ ସମୟରେ ଓ୍ବେବ୍‌ସିରିଜ ଦେଖିବା ଏକପ୍ରକାର ନିଶାରେ ପରିଣତ ହେଲାଣି। କେହି କେହି ରାତିସାରା ଅନିଦ୍ରା ରହିବି ସମସ୍ତ ଏପିସୋଡ ଶେଷ କରିବାର ଜିଦ୍‌ ରଖିଥାନ୍ତି। ତେବେ ଆପଣ ବହୁଳ ବ୍ୟବହାର କରୁଥିବା ‘ଓଟିଟି’ର ଫୁଲଫର୍ମ କ’ଣ ଜାଣନ୍ତି କି?

ଏକଦା ବଲିଉଡ-ହଲିଉଡ୍‌ର କ୍ରେଜ୍‌ ଥିବା ବେଳେ ଏବେ ଓଟିଟି ଏଭଳି ଏକ ପ୍ଲାଟଫର୍ମ ପାଲଟିଛି ଯେଉଁଠି ସବୁ ପ୍ରକାର ସିନେମା, ସିରିଜ ଏବଂ ଶୋ’ ଉପଲବ୍ଧ ରହୁଛି। ଏମିତିରେ କିଛି ଲୋକପ୍ରିୟ ଓଟିଟି ପ୍ଲାଟଫର୍ମ ଯେଭଳି ‘ନେଟଫ୍ଲିକ୍ସ, ପ୍ରାଇମ୍‌ ଭିଡିଓ, ହଟ୍‌ଷ୍ଟାର’ ଆଦିର ଡିମାଣ୍ଡ ବଢ଼ିଛି। ଏଥିପାଇଁ ମାସିକ ତଥା ବାର୍ଷିକ ଦେୟ ଦେବାକୁ ପଡ଼ୁଛି। ସମସ୍ତଙ୍କ ପସନ୍ଦର ଏହି ଓଟିଟିର ଫୁଲଫର୍ମ ହେଉଛି ‘ଓଭର୍‌ ଦ ଟପ୍‌’। ଚକିତ ହେଲେ ନା। ଏହାହିଁ ଠିକ୍‌। ମନେ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନ୍‌ରେ ବିଶ୍ବର ସବୁଠାରୁ ଛୋଟ ଜେଲ

ଲଣ୍ଡନ: ଯେତେବେଳେ ବିଭିନ୍ନ ଜେଲ ବିଷୟରେ ଆଲୋଚନା ହୁଏ ସେତେବେଳେ ଦିଲ୍ଲୀର ତିହାର ଜେଲ ଏବଂ ପୁଣେର ୟେରୱାଡ଼ା ଜେଲ କଥା ମନକୁ ଆସିଥାଏ। ଭାରତର...

କର୍ମାନୁଯାୟୀ ଦଣ୍ଡ, ପୁଣି ଗୋଟିଏ ଜନ୍ମରେ

ଏ ସଂସାରରେ ଯିଏ ଯେମିତି କର୍ମ କରିବ, ସେ ସେମିତି ଫଳ ପାଇବ। ଭଲ କର୍ମ ର ଭଲ ଫଳ। ଖରାପ କର୍ମର ଖରାପ ଫଳ।...

କଳାଗ୍ରାମ ସାରଙ୍ଗଯୋଡ଼ି

ଏଠି ସଞ୍ଜ ନଇଁ ଆସିଲେ ପ୍ରତିଦିନ ଚାଲେ ଲୋକକଳାର ସାଧନା। ଗାଁ ଭାଗବତ ଘରେ କଳାକାରମାନେ ଏକାଠି ହୁଅନ୍ତି। ଭାଗବତ ପଢ଼ାଯାଏ, ଠାକୁରଙ୍କୁ ପ୍ରାର୍ଥନା କରାଯାଏ।...

ବୋଉ ନିର୍ଦ୍ଦେଶରେ ଶାଢ଼ି କିଣିଥିଲି

ଯୁକ୍ତ ତିନି ବିଜ୍ଞାନ ଶେଷବର୍ଷ ପରୀକ୍ଷାର ଶେଷ ପେପର ଥାଏ ଗଣିତ। ପରୀକ୍ଷା ଶେଷଦିନର ଅନୁଭବ ପ୍ରତି ପରୀକ୍ଷାର୍ଥୀଙ୍କ ପାଇଁ ଥାଏ ଯେମିତି ନିଆରା ସେମିତି...

ଯେତେଦିନ ବଞ୍ଚିବି କବିତାରେ ବଞ୍ଚିବି

”ଓଡ଼ିଆ ଭାଷା ସାହିତ୍ୟରେ ରହିଛି ଅମୂଲ୍ୟ ସମ୍ପଦ। ଆମେ ଯେତେ ଗଭୀରକୁ ଯିବା ସେତେ ମଣିମୁକ୍ତା ପାଇବା। ସାହିତ୍ୟ ସମାଜ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ।...

ଗଞ୍ଜାମର କିଆ ସମ୍ପଦ…

ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ...

ଜଳ ପାଇଁ

ଖରାଦିନ ଆସିଲେ ବଢେ ଜଳ ସମସ୍ୟା। ପିଇବା ପାଣିଠୁ ଆରମ୍ଭ କରି ଚାଷବାସ ପାଇଁ ଲୋକେ ହୁଅନ୍ତି ହନ୍ତସନ୍ତ। ଧୁ ଧୁ ଖରାରେ ବାଲ୍ଟିଏ ପାଣି...

ଆଜି ବିଶ୍ୱ ହକର ଦିବସ

ପ୍ରତିବର୍ଷ ମେ’ ୨୬ ତାରିଖକୁ ବିଶ୍ୱ ହକର ଦିବସ ଭାବେ ପାଳନ କରାଯାଉଛି। ବିଶ୍ୱର କୋଣ ଅନୁକୋଣରେ ହକରମାନେ ନିରବଚ୍ଛିନ୍ନ ଭାବେ ଲୋକଙ୍କ ସେବାରେ ନିଜକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri