କ’ଣ ଏହି ‘ବାଂଲାଦେଶୀ ପ୍ଲାନ୍‌’, ଯାହାକୁ ନେଇ ବଢୁଛି ଭାରତର ଟେନ୍‌ସନ୍‌

ଢାକା,୧୪ା୮: ବାଂଲାଦେଶରେ ଶେଖ୍‌ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇଟି ମୌଳବାଦୀ ସଂଗଠନ ଅତ୍ୟନ୍ତ ଖୁସି। ସେଥିମଧ୍ୟରୁ ଗୋଟିଏ ହେଉଛି ଜମାତ-ଇ-ଇସ୍‌ଲାମି ଏବଂ ଅନ୍ୟଟି ହେଉଛି ହିଫାଜତ୍‌-ଇ-ଇସ୍‌ଲାମ ବାଂଲାଦେଶ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଦିନ ଉଭୟ ସଂଗଠନ ଏକ ନୂତନ ବାଂଲାଦେଶ ଗଠନ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାର କିଛି ଫଟୋ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଛି। ଏଥିରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଏବଂ ମ୍ୟାନ୍‌ମାର ସମେତ ଭାରତର କିଛି ଅଂଶ ଅନ୍ତର୍ଭୁକ୍ତ।

ଖବର ଅନୁଯାୟୀ, ଗୁପ୍ତଚର ଏଜେନ୍ସିମାନେ ମଧ୍ୟ ଏ ସମ୍ପର୍କରେ ଇନପୁଟ ପାଇଛନ୍ତି। ଉଭୟ ମୌଳବାଦୀ ସଂଗଠନର ଇଚ୍ଛା ହେଉଛି ବାଂଲାଦେଶ ସୃଷ୍ଟି କରିବା ଏବଂ ସେଠାରେ ଶରିୟା ଆଇନ କାର୍ଯ୍ୟକାରୀ କରିବା। ଏହି ଦାବି ମଧ୍ୟ ଶକ୍ତି ହାସଲ କରୁଛି। କାରଣ ଅବୁଲ ଫାୟାଜ ଖାଲିଦ ହୁସେନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରରେ ଧାର୍ମିକ ବ୍ୟାପାର ମନ୍ତ୍ରୀଙ୍କ ଦାୟିତ୍ୱ ପାଇଛନ୍ତି। ଖାଲିଦ ହୁସେନ ଜଣେ ମୌଳବାଦୀ ମୌଲାନା ଭାବରେ ପରିଚିତ। ବର୍ତ୍ତମାନ ସେ ଏହି ଏଜେଣ୍ଡାକୁ ଆଗକୁ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍ସରେ ଭିଡିଓ ବନାଇ ରୋଜଗାର କରନ୍ତୁ ମୋଟା ଅଙ୍କର ଟଙ୍କା! କମ୍ପାନୀ ଆଣିଲା ଜବରଦସ୍ତ ଫିଚର୍‌, ଜାଣନ୍ତୁ କିପରି କରିବ କାମ

ନୂଆଦିଲ୍ଲୀ,୧୧।୧୧: ସୋସିଆଲ ମିଡିଆରେ ବଡ଼ ଭିଡିଓର ଛୋଟ ଛୋଟ କ୍ଲିପ ପ୍ରସ୍ତୁତ କରି ସେୟାର କରିବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାଦ୍ୱାରା କେବଳ ଭିଡିଓକୁ…

IPL ୨୦୨୭ ପୂର୍ବରୁ ବଡ଼ ହଲଚଲ୍‌! ୧୦ ଖେଳାଳିଙ୍କ ଦଳ ପରିବର୍ତ୍ତନ, ଜାଣନ୍ତୁ କିଏ କେଉଁ ଟିମ୍‌କୁ ଗଲେ

ନୂଆଦିଲ୍ଲୀ,୧୧।୧୧: IPL ୨୦୨୭ ସିଜିନ୍‌ ପୂର୍ବରୁ ଖେଳାଳିଙ୍କ ଟ୍ରେଡ୍‌କୁ ନେଇ କ୍ରିକେଟ୍‌ ଜଗତରେ ବଡ଼ ହଲଚଲ୍‌ । ଏଥର ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ଦୁଇଟି ଦଳର ଅଧିନାୟକ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ଗୁଳିମାଡ଼ରେ ୩ CRPF ଯବାନ…

ନୂଆଦିଲ୍ଲୀ, ୧୧।୧୧: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ CRPF ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ବାଇକ୍‌ରେ ଆସିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୩ ଜଣ CRPF ଯବାନ…

କମ୍ପୁଛି କେସିଙ୍ଗା ସହର, ମା’କାଳୀଙ୍କ ଆଶୀର୍ବାଦ ନେବାକୁ ଛୁଟି ଆସୁଛନ୍ତି ଭକ୍ତ

କେସିଙ୍ଗା,୧୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଧୂମ୍‌ଧାମରେ ହେଉଛି ମା’ ଶ୍ୟାମାକାଳୀ ପୂଜୋତ୍ସବ। କେସିଙ୍ଗାର ମା’ ଶ୍ୟାମାକାଳୀ ପୂଜା କମିଟି ପକ୍ଷରୁ ସୋମବାରଠାରୁ ଆରମ୍ଭ ୫…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ନେଇ ଜୋର୍‌ ଧରିଲା ଦାବି

ଅମରପାଲି,୧୧ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନକୁ ନେଇ ବିଭିନ୍ନ ଗ୍ରାମ ମଧ୍ୟରେ ଦାବି ଜୋର ଧରିଛି। ନିଜ…

ଏୟାରଇଣ୍ଡିଆ ବିମାନକୁ ଅପହରଣ ଧମକ, ଉଡ଼ାଣ ପୂର୍ବରୁ ପାଇଖାନାରୁ ମିଳିଲା…

କୋଲକାତା,୧୧ା୧୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଖେଳିଯାଇଛି ହଇଚଇ। କୋଲକାତାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଉଡ଼ାଣ ପୂର୍ବରୁ କ୍ୟାନ୍‌ସେଲ୍‌ କରାଯାଇଛି।…

ଚୁଲି ମୁହଁ ପଶ୍ଚିମକୁ କାହିଁକି? ଜାଣନ୍ତୁ ଏହା ପଛର କାରଣ…

ଆଗକାଳରେ ସମସ୍ତଙ୍କ ଘରେ ପ୍ରାୟ ଚୁଲିରେ ରୋଷେଇ ହେଉଥିଲା। ଏବେ ଯୁଗ ବଦଳିଛି ଲୋକେ ଗ୍ୟାସ୍‌ରେ ରୋଷେଇ କରୁଛନ୍ତି। ମାତ୍ର ଆଜି ବି କିଛି ଅଞ୍ଚଳରେ ଲୋକଙ୍କ…

ଡ୍ରାଇଭର ବ୍ରେକ୍‌ ମାରିବା ସମୟରେ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ଚାହୁଁଚାହୁଁ…

ପରଜଙ୍ଗ,୧୧ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲୋ ଟୋଲ୍‌ଗେଟ୍‌ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍‌ରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?