ନବୀନଙ୍କ ହେଲିକପ୍ଟରରେ ଏ କ’ଣ? ଭିତରୁ ବାହାରିଲା…

ଭୁବନେଶ୍ୱର,୪।୧୧: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପ-ନିର୍ବାଚନ ପାଇଁ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ଓ କଂଗ୍ରେସ ଜୋରଦାର ପ୍ରଚାର ଚଳାଇଛନ୍ତି। ନୂଆପଡା ଉପନିର୍ବାଚନ ପାଇଁ ଜୋରଦାର୍ ଚାଲିଛି ପ୍ରଚାର । ୩ ପ୍ରମୁଖ ଦଳର ପ୍ରାର୍ଥୀ ଏବଂ ନେତାଏ ଡୋର୍‌ ଟୁ ଡୋର୍ ବୁଲି ଭୋଟ ମାଗୁଛନ୍ତି । ନୂଆପଡାରେ ଡେରା ପକାଇଛନ୍ତି ସବୁ ଦଳର ନେତା ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ନୂଆପଡା ଯାଇ ପ୍ରଚାର କରିଥିବା ବେଳେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି । ତେବେ ପ୍ରଚାର ମଧ୍ୟରେ ବଡ଼ ଖବର ସାମ୍ନାକୁ ଆସିଛି । ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି । ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ନିର୍ବାଚନ କମିଶନଙ୍କ ଅଧିକାରୀ ।

ନୂଆପଡ଼ା ଉପ ନିର୍ବାଚନରେ ପ୍ରଚାରରେ ସାମିଲ ହେବାକୁ ଯାଇଥିବା ବେଳେ MCC ଆଧାରରେ ନବୀନଙ୍କ ହେଲିକପ୍ଟର ଅନୁଧ୍ୟାନ କରିଛନ୍ତି ଅଧିକାରୀ । ଯାହାର ଫଟୋ ଏବଂ ଭିଡିଓ ସାମ୍ନାକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri