ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ ୧ ଡାଇବେଟିସ ପାଇଁ ରୋଟୋଭାଇରସ ଇନ୍‌ଫେକଶନ କେତେକାଂଶରେ ଦାୟୀ ବୋଲି ଏକ ସର୍ଭେରୁ ଜଣାପଡ଼ିଛି।

ଟାଇପ ୧ ଡାଇବେଟିସ ହେଉଛି ଏକ ଦୀର୍ଘକାଳୀନ ଅଟୋଇମ୍ୟୁନ୍ ରୋଗ। ଯେଉଁଥିରେ ଶରୀରର ପ୍ରତିରୋଧକ ଶକ୍ତି ଭୁଲବଶତଃ ଅଗ୍ନ୍ୟାଶୟରେ ଥିବା ଇନସୁଲିନ୍ ତିଆରି କରୁଥିବା କୋଷଗୁଡ଼ିକୁ ନଷ୍ଟ କରିଦିଏ।

ଏହା ଫଳରେ ଶରୀରରେ ଇନସୁଲିନ୍ ହରମୋନ୍ ଆଦୌ ତିଆରି ହୋଇପାରେ ନାହିଁ କିମ୍ବା ଅତି କମ୍ ପରିମାଣରେ ତିଆରି ହୁଏ। ଇନସୁଲିନ୍ ବିନା, ରକ୍ତରେ ଥିବା ଶର୍କରା (ଗ୍ଲୁକୋଜ୍) କୋଷଗୁଡ଼ିକ ଭିତରକୁ ପ୍ରବେଶ କରି ଶକ୍ତି ଯୋଗାଇପାରେ ନାହିଁ, ଯାହା ଫଳରେ ରକ୍ତରେ ଶର୍କରାର ମାତ୍ରା ବୃଦ୍ଧି ପାଏ।ଉକ୍ତ ବିଷୟ ନେଇ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ କରିଥିବା ସର୍ଭେରୁ ଏକଥା ଜଣାପଡ଼ିଛି।

କେତେ ଜଣ ଟାଇପ-୧ ଡାଇବେଟିସ୍‌ ସମସ୍ୟା ସହ ଜଡ଼ିତ ବ୍ୟକ୍ତିଙ୍କୁ ଏହାର ପରିସରଭୁକ୍ତ କରାଯାଇଥିଲା। ସେମାନଙ୍କର ସ୍ବାସ୍ଥ୍ୟ ଅବସ୍ଥାକୁ ତନ୍ନ ତନ୍ନ କରି ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ତର୍ଜମା କରିବା ପରେ ଏଭଳି ତଥ୍ୟ ବିଷୟରେ ସୂଚନା ପାଇଛନ୍ତି। ତେବେ ଏହାର ଉପଚାର ମଧ୍ୟ ରହିଛି। ତେଣୁ ଟାଇପ-୧ ଡାଇବେଟିସ୍‌ ରୋଗୀ ନିୟମିତ ସମୟ ବ୍ୟବଧାନରେ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରାଇନେବା ଆବଶ୍ୟକ। କେବଳ ସେତିକି ନୁହେଁ, ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ସହ ନିୟମିତ ବ୍ୟାୟାମ ଏବଂ ନିଜର ଖାଦ୍ୟପେୟ ପ୍ରତି ସତର୍କ ରହିବା ନିହାତି ଦରକାର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?