ବଜେଟର କେତେ ପ୍ରତିଶତ ଖର୍ଚ୍ଚ ହୋଇଛି: ଜାଣନ୍ତୁ ପ୍ରତାପଙ୍କ ପ୍ରଶ୍ନର କି ଉତ୍ତର ରଖିଲେ ପୃଥ୍ବୀରାଜ….

ଭୁବନେଶ୍ୱର,୧।୧୨: ଅକ୍ଟୋବର ଶେଷ ସୁଦ୍ଧା ବଜେଟ ୧ ଲକ୍ଷ ୧୪ ହଜାର ୫୧୮ କୋଟି ଖର୍ଚ୍ଚ ହୋଇଛି। ଯାହାକି ମୋଟ ବଜେଟ୍‌ର ୩୯ ପ୍ରତିଶତ। ଆହୁରି ୪ ମାସ ଅଛି ମାର୍ଚ୍ଚ ସୁଦ୍ଧା ବଜେଟ ଶତ ପ୍ରତିଶତ ଖର୍ଚ୍ଚ କରାଯିବ । ଯେଉଁ ବିଭାଗରେ ଖର୍ଚ୍ଚ କମ ହୋଇଛି। ସେସବୁ ବିଭାଗର ସମୀକ୍ଷା କରାଯିବ। ଗତ ବର୍ଷ ଅକ୍ଟୋବର ସୁଦ୍ଧା ୩୬% ଖର୍ଚ୍ଚ ହୋଇଥିଲା, ଏଥର କିନ୍ତୁ ୩୯% ହୋଇଛି। ମନ୍ତ୍ରୀ ପ୍ରତାପ ଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri