ଘରେ ଲଗେଇବେ କେଉଁ ଫଟୋ

ଘରର କାନ୍ଥ ସଜାଇବା ପାଇଁ ସମସ୍ତେ ସୁନ୍ଦର ସୁନ୍ଦର ଫଟୋ ଲଗାନ୍ତି। ତେବେ ଜାଣନ୍ତିକି ଏହାର ପ୍ରଭାବ ପୂରା ପରିବାର ଉପରେ ପଡିଥାଏ। ବାସ୍ତୁଶାସ୍ତ୍ର ଅନୁସାରେ ଫଟୋ କେବଳ ଘରର ଶୋଭା ବଢାଏ ନାହିଁ, ବରଂ ଭାଗ୍ୟ ବି ଚମକାଇପାରେ। ଜାଣନ୍ତୁ ସେମିତି କିଛି ଫଟୋ ସମ୍ପର୍କରେ…
ପହଁରୁଥିବା ମାଛ- ବିଶ୍ୱାସ କରାଯାଏ ଘରେ ପହଁରୁଥିବା ମାଛର ଫଟୋ ଲଗାଇଲେ ପରିବାର ସଦସ୍ୟଙ୍କ ଆୟୁଷ ବଢିଥାଏ। ତା’ସହ ମା’ ଲକ୍ଷ୍ମୀ ପ୍ରସନ୍ନ ହୁଅନ୍ତି।
ହସୁଥିବା ଚେହେରାର ଫଟୋ- ଘର କାନ୍ଥରେ ସବୁବେଳେ ଖିଲି ଖିଲି ହୋଇ ହସୁଥିବା ଚେହେରାର ଫଟୋ ଲଗାଇବା ଭଲ। ଚାହିଁଲେ ହସଖୁସିରେ ଭରା ପୂରା ପରିବାରର ଫଟୋ ବି ଲଗାଇପାରିବେ। ଆଉ ଏହାକୁ ଏଭଳି ସ୍ଥାନରେ ଲଗାଇବା ଉଚିତ ଯେମିତି କି ଯିବା ଆସିବାବେଳେ ନଜର ପଡିବ। ଏହାଦ୍ୱାରା ଘରେ ସକାରାତ୍ମକ ଉର୍ଜା ଆସିଥାଏ। ସଦସ୍ୟଙ୍କ ମଧ୍ୟରେ ପ୍ରେମ ବଢେ। ଘରେ ସୁଖ ଶାନ୍ତିର ପରିବେଶ ସୃଷ୍ଟି ହୁଏ।
ସୂର୍ଯ୍ୟୋଦୟର ଫଟୋ- ସୂର୍ଯ୍ୟ ଉଦୟର ମନୋରମ ଦୃଶ୍ୟ, ଉଡି ଉଡି ଯାଉଥିବା ଚଢେଇର ଫଟୋ କାନ୍ଥରେ ଲଗାଇଲେ ମନରେ ନୂଆ ଆଶାର ସଞ୍ଚାର ହୁଏ। ସକାରାତ୍ମକ ଉର୍ଜା ଅନୁଭବ ହୁଏ, ଯଦ୍ଦ୍ବାରା ଆତ୍ମବିଶ୍ୱାସ ବଢିଥାଏ।
ଝରଣା ଫଟୋ- ଶାନ୍ତଭାବେ ବହୁଥିବା ଝରଣାର ଫଟୋ ଅଥବା ପୋଖରୀ, ସମୁଦ୍ର ଫଟୋ ଲଗାଇବା ଶୁଭ ମଣାଯାଏ। ଏହାଦ୍ୱାରା ପରିବାର ସଦସ୍ୟଙ୍କ ଭାଗ୍ୟ ବଦଳିଥାଏ। କୌଣସି କାର୍ଯ୍ୟରେ ସୃଷ୍ଟି ହେଉଥିବା ବାଧା ଦୂରେଇଥାଏ। ବିଗିଡିଥିବା କାର୍ଯ୍ୟ ବି ସୁଧୁରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri