ପିଲାଙ୍କ ପଢା ଘରେ କ’ଣ ରଖିବେ ନ ରଖିବେ…ଏମିତି କରନ୍ତୁ ଷ୍ଟଡି ରୁମ୍‌

ପଢ଼ା ଘରର ପରିବେଶ ଭଲ ରହିଲେ ପିଲାଙ୍କ ମନରେ ସକାରାତ୍ମକ ପ୍ରଭାବ ପଡ଼େ। ତେଣୁ ଘରକୁ କିପରି ସଜାଡ଼ି ରଖିବେ ଜାଣିରଖନ୍ତୁ…
ପାଠ ପଢ଼ିବା ପାଇଁ ବାସ୍ତୁ ଅନୁସାରେ ଉତ୍ତର-ପୂର୍ବ ଦିଗ ହିଁ ସବୁଠୁ ଭଲ। ତେବେ ଦକ୍ଷିଣ କିମ୍ବା ଦକ୍ଷିଣ-ପୂର୍ବ ଦିଗରେ ଷ୍ଟଡିରୁମ୍‌ ଆଦୌ କରନ୍ତୁ ନାହିଁ। ଶିଡ଼ି ତଳେ ଥିବା ଖାଲି ସ୍ଥାନରେ ମଧ୍ୟ ପଢ଼ିବା ଘର କେବେ ବି କରନ୍ତୁ ନାହିଁ।
ପିଲାଙ୍କ ପଢ଼ିବା ଘରେ ବଡ଼ ଦର୍ପଣ, ଟିଭି, ମାଗାଜିନ୍‌, ଗେମ୍ସ କିମ୍ବା କିଛି ଅଦରକାରୀ ଜିନିଷ ରଖନ୍ତୁ ନାହିଁ। ଏସବୁ ଜିନିଷ ପିଲାଙ୍କୁ ଅନ୍ୟମନସ୍କ କରିବା ସହ ନକାରାତ୍ମକ ଊର୍ଜା ସୃଷ୍ଟି କରିଥାଏ।
ପିଲାଙ୍କ ପଢ଼ା ଟେବୁଲ ଉପରେ ଗଣେଶ ଓ ଦେବୀ ସରସ୍ବତୀଙ୍କର ଛୋଟ ମୂର୍ତ୍ତି ରଖନ୍ତୁ। ଏହା ବ୍ୟତୀତ ଟେବୁଲ ଉପରେ ଅନାବଶ୍ୟକ ସାମଗ୍ରୀ କିଛି ରଖନ୍ତୁ ନାହିଁ। ପଢ଼ାଘରକୁ ଏଭଳି ତିଆରି କରନ୍ତୁ ଯେପରି ସୂର୍ଯ୍ୟକିରଣ ଝରକା କିମ୍ବା କବାଟ ମଧ୍ୟ ଦେଇ ଘର ଭିତରକୁ ଆସୁଥିବ। ଉତ୍ତର-ପୂର୍ବ ଦିଗରେ ପଢ଼ାଘର ଥିଲେ ସୂର୍ଯ୍ୟକିରଣ ଆସିଥାଏ।
ରଙ୍ଗର ମଧ୍ୟ ମନ ଉପରେ ଢେର୍‌ ପ୍ରଭାବ ରହିଥାଏ। ତେଣୁ ପଢ଼ାଘରେ ଧଳା, ବାଦାମୀ କିମ୍ବା ସ୍କାଏ କଲର ଦିଅନ୍ତୁ। ଷ୍ଟଡି ଟେବୁଲ ଓ ଆଲମୀରା ମଧ୍ୟ ଏହି ରଙ୍ଗର କରନ୍ତୁ। ଅଧିକ ଗାଢ଼ ରଙ୍ଗର ବ୍ୟବହାର ଆଦୌ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri