Posted inଖେଳ

କୋହଲିଙ୍କ ନିଷ୍ପତ୍ତି ଉପରେ ଗାଙ୍ଗୁଲି କ’ଣ କହିଲେ

ନୂଆଦିଲ୍ଲୀ,୧୬।୧: ଦକ୍ଷିଣ ଆଫ୍ରିକାଠାରୁ ୨-୧ ବ୍ୟବଧାନରେ ଟେଷ୍ଟ ସିରିଜ୍‌ ହାରିବାର ଦିନକ ପରେ ବିରାଟ କୋହଲି ଭାରିତୀୟ ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଏହା ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି।

“କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ପ୍ରତ୍ୟେକ ଫର୍ମାଟରେ ଦ୍ରୁତଗତିରେ ଆଗେଇଛି। ଏହା ସମ୍ପୂର୍ଣ୍ଣ ରୂପେ ତାଙ୍କର ବ୍ୟକ୍ତିଗତ ନିଷ୍ପତ୍ତି। ବୋର୍ଡ ତାଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଉଛି। ଭବିଷ୍ୟତରେ ଟିମ୍‌ ଇଣ୍ଡିଆକୁ ନୂଆ ସଫଳତାରେ ପହଞ୍ଚାଇବା ପାଇଁ ସେ ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହେବେ। ଜଣେ ମହାନ ଖେଳାଳି। ଓ୍ବେଲ ଡନ” ବୋଲି ପୂର୍ବତନ ଅଧିନାୟକ ଟୁଇଟ୍‌ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ୩୩ ବର୍ଷୀୟ କୋହଲିଙ୍କ ନେତୃତ୍ୱରେ ଭାରତ ୫୮ ଟେଷ୍ଟ ଖେଳି ୪୦ ମ୍ୟାଚ୍‌ରେ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ କ୍ରିକେଟର ଏଲିସେ ପେରି

ବ୍ରିଗଟନ,୨୯।୭(ପିଟି)- ଟି୨୦ ଫର୍ମାଟ୍‌ରେ ୧ ହଜାର ରନ୍‌ ଓ ୧୦୦ ଉଇକେଟ ନେବାରେ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଏଲିସେ ପେରି ବିଶ୍ୱର ପ୍ରଥମ କ୍ରିକେଟର। ଏଠାରେ ଖେଳାଯାଇଥିବା...

ସର୍ଜରୀରୁ ପ୍ରତ୍ୟାବର୍ତ୍ତନ ପରେ ମୁରେଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ବେଜିଂ, ୧।୧୦ (ଏଏଫ୍‌ପି)- ବ୍ରିଟେନ ଟେନିସ ଷ୍ଟାର୍‌ ଆଣ୍ଡି ମୁରେ ସର୍ଜରୀରୁ ପ୍ରତ୍ୟାବର୍ତ୍ତନ କରିବା ପରେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଚାଇନା ଓପନ୍‌ର...

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି।...

‘କୋଚିଂ, ଖେଳାଳି ଚୟନ ଚ୍ୟାଲେଞ୍ଜିଂ ଥିଲା’

ଭୁବନେଶ୍ୱର, ୨୩।୫, (କ୍ରୀଡ଼ା ପ୍ରତିନିଧି): ”୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହକାରୀ କୋଚ୍‌ ଦାୟିତ୍ୱ ଏବଂ ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଚୟନକର୍ତ୍ତା...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ...

କୋହଲିଙ୍କୁ ନୁହେଁ, ରୋହିତଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଉ: ଡବ୍ଲୁଟିସି ଫାଇନାଲ ହାରିବା ପରେ…

ନୂଆଦିଲ୍ଲୀ,୨୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲରେ ଭାରତର ପରାଜୟ ପରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ପୁଣି ଥରେ ପ୍ରଶବାଚୀ ସୃଷ୍ଟି ହୋଇଛି। ଅନେକ ପୂର୍ବତନ...

କୋହଲି ସବୁଠୁ ଲୋକପ୍ରିୟ କ୍ରିକେଟର

ନୂଆଦିଲ୍ଲୀ, ୧୦।୮- କରୋନା ଭାଇରସ ସଂକ୍ରମଣ ଯୋଗୁ ଭାରତୀୟ କ୍ରିକେଟ ଦଳ ଖେଳିବା ତ ଦୂରର କଥା ଏପର୍ଯ୍ୟନ୍ତ ଅଭ୍ୟାସ ମଧ୍ୟ ଆରମ୍ଭ କରି ପାରିନାହିଁ।...

ୱାର୍ଲଡ ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ର ଅବଧି ବୃଦ୍ଧି ଆବଶ୍ୟକ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୱାର୍ଲଡ ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ରର ଅବଧି ବୃଦ୍ଧି କରିିବା ଉଚିତ୍‌ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ...

Advertisement
Archives

Model This Week