ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା ପାଇଁ ଖାଦ୍ୟରେ କିଛି ପୁଷ୍ଟିକର ଯୁକ୍ତ ଖାଦ୍ୟ ଅନ୍ତର୍ଭୁକ୍ତ କରିପାରିବେ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ସଠିକ ପରିମାଣରେ ଏବଂ ସଠିକ୍ ଉପାୟରେ ଆପଣଙ୍କ ଖାଦ୍ୟ ଯୋଜନାରେ କିଛି ସୁପରଫୁଡ୍ ଅନ୍ତର୍ଭୁକ୍ତ କରନ୍ତି, ତେବେ ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାକୁ ଦୂର କରାଯାଇପାରିବ।

ଚଣା ଏବଂ ମସୁର ଡ଼ାଲି – ଚଣାରେ ଥିବା ବିଭିନ୍ନ ପୋଷକ ତତ୍ତ୍ୱ ଟ୍ରାଇଗ୍ଲିସେରାଇଡକୁ ନିୟନ୍ତ୍ରଣ କରିବାରେ ପ୍ରଭାବଶାଳୀ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା ପାଇଁ ମସୁର ଡାଲିକୁ ମଧ୍ୟ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ମସୁୁରଡାଲିରେ ଅଧିକ ପରିମାଣର ପ୍ରୋଟିନ୍ ଏବଂ ଫାଇବର ଥାଏ। ପାଳଙ୍ଗ ଏବଂ ଓକରା ପରି ପନିପରିବା ମଧ୍ୟ ଏହି ସମସ୍ୟାକୁ ଦୂର କରିବାରେ ସହାୟକ ହୋଇପାରେ।

ଉପକାରୀ ଶୁଖିଲା ଫଳ – ଶୁଖିଲା ଫଳ ଆପଣଙ୍କ ସାମଗ୍ରିକ ସ୍ୱାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ ପକାଇପାରେ। ପୁଷ୍ଟିକର ବାଦାମ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବାରେ ପ୍ରଭାବଶାଳୀ ହୋଇପାରେ। ଦୈନନ୍ଦିନ ଖାଦ୍ୟରେ ଓଟ୍ସ ମଧ୍ୟ ଅନ୍ତର୍ଭୁକ୍ତ କରିପାରିବେ। ଟ୍ରାଇଗ୍ଲିସେରାଇଡ୍ ନିୟନ୍ତ୍ରଣ କରିବାକୁ ସୀମିତ ପରିମାଣରେ ଅଳସୀ ବିହନ ମଧ୍ୟ ଖାଇବା ଆରମ୍ଭ କରିପାରିବେ।

ହଳଦୀ ଏବଂ ମେଥି – ଔଷଧୀୟ ଗୁଣରେ ଭରପୂର ହଳଦୀ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବାକୁ ବ୍ୟବହାର କରାଯାଇପାରିବ। ହଳଦୀକୁ ହୃଦୟ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଭିଜା, ଫାଇବର ଯୁକ୍ତ ମେଥି ବିହନ ଖାଇବା ଟ୍ରାଇଗ୍ଲିସେରାଇଡ୍ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିପାରେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri