ବାସ୍ତୁ ଅନୁଯାୟୀ କେଉଁଠି ଲଗାଇବେ କି ପ୍ରକାର ପେଣ୍ଟିଂ

ଘରକୁ ଆକର୍ଷଣୀୟ ଲୁକ୍‌ ଦେବା ପାଇଁ ଅନେକେ ଘରର କାନ୍ଥରେ ଖୁବ୍‌ ସୁନ୍ଦର ସୁନ୍ଦର ପେଣ୍ଟିଂ ଲଗାଇଥାନ୍ତି। ତେବେ ବାସ୍ତୁ ଅନୁଯାୟୀ, ଘରେ କେଉଁ ପ୍ରକାରର ପେଣ୍ଟିଂ ଲଗାଇଲେ ଶୁଭ ଫଳ ମିଳିଥାଏ, ଆସନ୍ତୁ ଜାଣିବା ସେ ସମ୍ପର୍କରେ…

* ଦୌଡୁଥିବା ଘୋଡ଼ାକୁ ସଫଳତା, ଶକ୍ତିଶାଳୀ, ବିଶ୍ୱାସ ତଥା ସ୍ବାଧୀନତାର ପ୍ରତୀକ ବୋଲି କୁହାଯାଇଥାଏ। ତେଣୁ ଷ୍ଟଡି ରୁମ୍‌ ହେଉ ଅବା ଲିଭିଙ୍ଗ୍‌ ରୁମ୍‌ର କାନ୍ଥରେ ଗୋଟିଏ ନିର୍ଦ୍ଦିଷ୍ଟ ଦିଗକୁ ମୁହଁ କରି ଓ ଅଯୁଗ୍ମ ସଂଖ୍ୟାର ଘୋଡ଼ା ଦୌଡୁଥିବାର ପେଣ୍ଟିଂ ଲଗାଇଲେ ଶୁଭଫଳ ମିଳିଥାଏ ବୋଲି ବିଶ୍ୱାସ କରାଯାଏ।

* ଘରର ପୂର୍ବ କିମ୍ବା ଉତ୍ତର ଦିଗର କାନ୍ଥରେ ଝରଣା ବହୁ ଥିବାର ପେଣ୍ଟିଂ ଲଗାଇବା ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ପୂଜା ଘର ହେଉ ଅବା ଷ୍ଟଡି ରୁମ୍‌ କିମ୍ବା ଡାଇନିଂ ରୁମ୍‌ରେ ବୁଦ୍ଧଦେବଙ୍କର ପେଣ୍ଟିଂ ଲଗାଇଲେ ଘରେ ସୁଖଶାନ୍ତି ବୃଦ୍ଧି ହେବା ସହ ମନ ଶାନ୍ତ ରହିଥାଏ ବୋଲି ବିଶ୍ୱାସ ରହିଛି।

* ସେହିପରି ଷ୍ଟଡି ରୁମ୍‌ର ଟେବୁଲ୍‌ ପାଖରେ ଭଗବାନ ଗଣେଷ କିମ୍ବା ମାତା ସରସ୍ବତୀଙ୍କର ପେଣ୍ଟିଂ ଲଗାଇଲେ ଏକାଗ୍ରତା ବଢିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri