ଭାରତର କ୍ଷେପଣାସ୍ତ୍ର ମାଡ଼ ଉପରେ ଏମିତି କହିଲା ଆମେରିକା

ଓ୍ବାଶିଂଟନ,୧୫।୩: ଭାରତ ପକ୍ଷରୁ ନିକଟରେ ପାକିସ୍ତାନ ଉପରେ କରାଯାଇଥିବା କ୍ଷେପଣାସ୍ତ୍ର ମାଡ଼ ଏକ ଦୁର୍ଘଟଣା ଥିଲା ବୋଲି ଆମେରିକା ପକ୍ଷରୁ କୁହାଯାଇଛି। ଗତ ଶୁକ୍ରବାର ଭାରତ ପକ୍ଷରୁ କୁହାଯାଇଥିଲା, ଦୁଇ ଦିନ ତଳେ ଦୁର୍ଘଟଣାବଶତଃ ପାକିସ୍ତାନ ଉପରେ ଏକ କ୍ଷେପଣାସ୍ତ୍ର ମାଡ଼ ହୋଇଥିଲା। ଏହା ଏକ ଗଭୀର ଦୁଃଖଦାୟକ ଘଟଣା। ରୁଟିନ ରକ୍ଷଣବେକ୍ଷଣ ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଘଟିଥିଲା।

“ଆମର ଭାରତୀୟ ସହଯୋଗୀଙ୍କଠାରୁ ଯାହା ଶୁଣିବାକୁ ମିଳିଛି ଏବଂ ଆମ ପାଖରେ କୌଣସି ପ୍ରମାଣ ନ ଥିବାରୁ ଏହା ଦୁର୍ଘଟଣା ଛଡ଼ା ଅନ୍ୟ କିଛି ନୁହେ ” ବୋଲି ଷ୍ଟେଟ୍‌ ଡିପାର୍ଟମେଣ୍ଟ ପ୍ରବକ୍ତା ନେଡ୍‌ ପ୍ରାଇସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri