Posted inଜାତୀୟ

ହଠାତ ଦେଶର ନାମ ପରିବର୍ତ୍ତନ କରିବାର ଆବଶ୍ୟକତା କ’ଣ ଥିଲା? ଇଣ୍ଡିଆ ବଦଳରେ ଭାରତ ଲେଖିବା ନେଇ ମମତାଙ୍କ ଆପତ୍ତି…

କୋଲକାତା,୫।୯ : ଜି-୨୦ ଶିଖର ସମ୍ମିଳନୀର ରାତ୍ରୀ ଭୋଜନ କାର୍ଯ୍ୟକ୍ରମର ନିମନ୍ତ୍ରଣ କାର୍ଡରେ ‘ପ୍ରେସିଡେଣ୍ଟ ଅଫ ଭାରତ’ ଲେଖିବା ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ କହିଛନ୍ତି ଆଜି କେନ୍ଦ୍ର ସରକାର ଭାରତର ନାମ ପରିବର୍ତ୍ତନ କରିଛନ୍ତି। ଜି -୨୦ ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ ପତ୍ରରେ ଇଂରାଜୀରେ ‘ଭାରତ’ ଲେଖାଯାଇଛି। ଆମେ କହୁଛୁ ଇଣ୍ଡିଆ ଏବଂ ଇଣ୍ଡିଆନ କନଷ୍ଟିଚ୍ୟୁଶନ କହୁଛୁ। ଯେତେବେଳେ କି ହିନ୍ଦୀରେ ଆମେ ଭାରତ ବୋଲି କହିଥାଉ। ଆମେ ସମସ୍ତେ ଭାରତ କହୁଛୁ ଏବଂ ଏଥିରେ କ’ଣ ନୂଆ? କିନ୍ତୁ ଇଣ୍ଡିଆ ନାମ ସାରା ବିଶ୍ୱରେ ଜଣାଶୁଣା। ବର୍ତ୍ତମାନ ହଠାତ ଏମିତି କ’ଣ ହେଲା, ସେମାନେ ଦେଶର ନାମ ପରିବର୍ତ୍ତନ କରିବାର ଆବଶ୍ୟକତା ଅନୁଭବ କଲେ?

ସରକାରଙ୍କ ଏହି ପଦକ୍ଷେପକୁ କଂଗ୍ରେସ ମଧ୍ୟ ସମାଲୋଚନା କରିଛି। କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି ଇଣ୍ଡିଆ ରାଜ୍ୟଗୁଡିକର ଏକ ସଂଘ ଥିଲା। କିନ୍ତୁ ବର୍ତ୍ତମାନ ରାଜ୍ୟ ସଂଘ ଉପରେ ଶାସକ ଦଳ ପକ୍ଷରୁ ଆକ୍ରମଣ କରାଯାଇଛି। ଶତାବ୍ଦୀ ଧରି ଏକ ବ୍ରାଣ୍ଡ ମୂଲ୍ୟ ବିକଶିତ କରିଥିବା ଇଣ୍ଡିଆ ନାମକୁ ସମ୍ପୂର୍ଣ୍ଣ ରୂପେ ହଟାଇବା ସରକାରଙ୍କର ବଡ଼ ମୂର୍ଖାମୀ ହେବ। ଏଭଳି କରାଯିବା ଠିକ ନୁହେଁ କଂଗ୍ରେସ ପକ୍ଷରୁ ଶଶି ଥରୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri