ଆଗକୁ୍‌ କ’ଣ କରିବେ ପାଣ୍ଡିଆନ୍‌ ? ଖୋଲାଖୋଲି କହିଦେଲେ ନିଜ ମନର କଥା

ଭୁବନେଶ୍ୱର,୯।୬: ବିଜେଡିର ଶୋଚନୀୟ ପରାଜୟ ପରେ ଆଜି ଏକ ଭିଡିଓ ଜାରି କରି ରାଜନୀତିରୁ ଅବସର ଘୋଷଣା କରିଛନ୍ତି କାତ୍ତିକ। ରାଜନୀତି ଛାଡି ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କହିଥିବା କଥା ଶେଷରେ ପୂରଣ କରିଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଏକ ସଭାରେ ପାଣ୍ଡିଆନ ଘୋଷଣା କରିଥିଲେ, ଯଦି ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ନ ହେବେ ତେବେ ସେ ରାଜନୀତିରୁ ସନ୍ୟାସ ନେବେ। ଆଜି ତାହା ସେ କରି ଦେଖାଯାଉଛି। ତେବେ ରାଜନୀତିରୁ ଅବସର ନେବା ପରେ ଏକ ଟିଭି ଚ୍ୟାନେକୁ ସାକ୍ଷାତକାର ନେଇ ପାଣ୍ଡିଆନ୍‌ ଅନେକ ଖୁଲାସା କରିଛନ୍ତି।
ରାଜନୀତି ଛାଡିବା ପରେ କ’ଣ କରିବେ ପ୍ରଶ୍ନରେ ସେ କହିଛନ୍ତି, ମୁଁ ଗୋଟିଏ ଦିନରେ ଗୋଟିଏ ବିଷୟରେ ଚିନ୍ତା କରେ, ଭବିଷ୍ୟତ ବିଷୟରେ କିଛି ଭାବେ ନାହିଁ। ମୁଁ ତାମିଲନାଡୁର ଏକ ଛୋଟିଏ ଗାଁରୁ ଆସିଥିଲି। ଅନେକ ସଂଘର୍ଷ ପରେ ସଫଳତା ପାଇଥିଲି। ଏହା ପରେ ମଧ୍ୟ ମୁଁ ମୋ ସ୍ବପ୍ନ ପୂରଣ କରି ପାରିଥିଲି। ମୁଁ ମୋ ଗୁରୁଙ୍କୁ ସହଯୋଗ କରିବା ପାଇଁ ରାଜନୀତିକୁ ଆସିଥିଲି। ଏଥିରୁ ଜାଣିପାରୁଥିବେ ମୁଁ ମୋ ଗୁରୁଙ୍କ ସହ କେତେ ଜଡିତ ଥିଲି। ଏବେ ମୁଁ ପେନ୍‌ସନ୍‌ରେ ବଞ୍ଚିବି, ଆଗକୁ ଅନ୍ୟ କିଛି କରିବାକୁ ଚେଷ୍ଟା କରିବି। କିନ୍ତୁ ଏବେ କିଛି ନିଷ୍ପତ୍ତି ନେଇନାହିଁ।
ସେ କହିଛନ୍ତି, ମୁଁ ରାଜନୀତିକୁ କ୍ଷମତା ପାଇଁ ଆସି ନ ଥିଲି। ପ୍ରଚାର ସମୟରେ କିଛି ଲୋକ ରାଜନୈତିକ ଉଦ୍ଦେଶ୍ୟ ରଖି ଏଜେଣ୍ଟା ସୃଷ୍ଟି କରିବାକୁ ଚାହୁଁଥିଲେ। ମୁଁ ମୋ ଗୁରୁ(ନବୀନ ପଟ୍ଟନାୟକ)ଙ୍କୁ ସାହାଯ୍ୟ କରିବାକୁ ରାଜନୀତିରେ ଯୋଗ ଦେଇଥିଲି। ଦଳ କ’ଣ ପାଇଁ ହାରିଲା ତାହାର ସମୀକ୍ଷା ଚାଲିଛି। ପରାଜୟର ବ୍ୟବଧାନ ମାତ୍ର ୩ % ଥିଲା। କିନ୍ତୁ ମୁଁ ମୋର ଉଦ୍ୟମକୁ ନେଇ ଖୁସି ଅଛି। ଶେଷରେ ମୋ ଜନ୍ମସ୍ଥାନ ହିଁ ପରାଜୟର ମୁଖ୍ୟ କାରଣ ସାଜିଛି। ପୁଣି ବିଜୁ ଜନତା ଦଳ ସମୃଦ୍ଧ ହେବ ବୋଲି ସେ ଆଶା ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri