Posted inଜାତୀୟ

ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼ ନିର୍ବାଚନ ଫଳାଫଳକୁ ନେଇ କ’ଣ କହିଲେ ଯୋଗୀ

ଲକ୍ଷ୍ନୌ,୩।୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ ନିର୍ବାଚନ ଫଳାଫଳକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଯୋଗୀ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାଜପା ନିର୍ବାଚନ ଲଢିଥିଲା। ମୋଦିଙ୍କ ନେତୃତ୍ୱ ଏବଂ ସୁଶାସନକୁ ଜନସାଧାରଣ ଆଶୀର୍ବାଦ କରିଛନ୍ତି। ଏପରିକି ୩ ରାଜ୍ୟର ମତଦାତାଙ୍କୁ ମୁଖମନ୍ତ୍ରୀ ଯୋଗୀ ଧନ୍ୟବାଦ ଜ୍ଞାପନ କରିଛନ୍ତି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଭାଜପାର ବୃହତ୍‌ ବିଜୟ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri