Posted inଜାତୀୟ

ଆପଣ ଯାହା ଶୁଣିଲେ ମୁଁ ତାହା ୨୦ ବର୍ଷ ହେବ ଶୁଣୁଛି, ଧନଖଡଙ୍କ ସହ ଫୋନ ଯୋଗେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୦।୧୨: ତ୍ରୁଣମୂଳ କଂଗ୍ରେସ (ଟିଏମସି)ଏମପି କଲ୍ୟାଣ ବାନାର୍ଜୀ ତାଙ୍କୁ ଅନୁକରଣ କରି ରାଜ୍ୟ ସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ପରିହାସ କରିଥିଲେ। ଅଧ୍ୟକ୍ଷ ଧନଖଡ ମଧ୍ୟ ଏହି ପ୍ରସଙ୍ଗରେ ଆପତ୍ତି ଉଠାଇଥିଲେ। ଏଥି ସହ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରାଷ୍ଟ୍ରପତି ଧନଖଡଙ୍କୁ ଡାକି ଏହି ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସେ ତାଙ୍କୁ କହିଛନ୍ତି ଯେ ଆଜି ଯାହା ଯାହା ଶୁଣିବାକୁ ପଡୁଛି, ମୁଁ ଗତ ୨୦ବର୍ଷ ଧରି ଏହା ଶୁଣୁଛି। କିନ୍ତୁ ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।

ପ୍ରଧାନମନ୍ତ୍ରୀ ତାଙ୍କୁ ଫୋନ କରିଛନ୍ତି ବୋଲି ରାଜ୍ୟ ସଭା ଅଧ୍ୟକ୍ଷ ଧନଖର ଟୁଇଟ କରିଛନ୍ତି। ସେ କହିଛନ୍ତି ଯେ ଆଜି ଆପଣ ଯାହା ଶୁଣିଛନ୍ତି, ମୁଁ ଗତ ୨୦ ବର୍ଷ ଧରି ଏସବୁ ଶୁଣୁଛି, କିନ୍ତୁ ଦେଶର ଉପରାଷ୍ଟ୍ରପତି ହୋଇ ଆପଣ ଏହାକୁ ଗୃହ ଭିତରେ ଶୁଣିବାକୁ ପଡିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଯେଉଁଭଳି ଭାବରେ ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ଗୃହ ବାହାରେ ଉପହାସ କରାଯାଇଥିଲା ତାହା ମଧ୍ୟ ଦୁର୍ଭାଗ୍ୟଜନକ। ଏହି କାର୍ଯ୍ୟ ପାଇଁ ଟିଏମସି ଏମପିଙ୍କୁ ସବୁ ସ୍ଥାନରେ ସମାଲୋଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?