Posted inଜାତୀୟ

କଂଗ୍ରେସର ମୁଣ୍ଡବିନ୍ଧା ବଢାଇଲେ ସିଦ୍ଧୁ: କହିଲେ, ବିନା ବରରେ କି ବରଯାତ୍ରୀ

ଚଣ୍ଡିଗଡ଼,୨୯।୧୨: ପଞ୍ଜାବରେ ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ନବଜୋତ ସିଂ ସିଦ୍ଧୁ ପୁଣି ଥରେ କଂଗ୍ରେସର ଚିନ୍ତା ବଢାଇଛନ୍ତି। ସିଦ୍ଧୁ ନିଜ ଦଳ ଉପରେ ବର୍ଷି ୨୦୨୨ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଚେହେରା ସ୍ପଷ୍ଟ କରିବାକୁ କହିଛନ୍ତି। ବୁଧବାର ନବଜୋତ ସିଂ ସିଦ୍ଧୁ କହିଛନ୍ତି, ବର ବିନା ବରଯାତ୍ରୀ କେମିତି? ସଙ୍କଟରୁ ବଞ୍ଚିବା ପାଇଁ ଜଣେ ମୁଖ୍ୟମନ୍ତ୍ରୀ ଚେହେରା ଆବଶ୍ୟକ। ରାଜ୍ୟର ଆର୍ଥିକ ସ୍ଥିତି, ବଜେଟ ଆଦିକୁ ବିଚାରକୁ ନ ନେଇ ବିଭିନ୍ନ ଲୋକପ୍ରିୟ ସ୍କିମ ଘୋଷଣା କରିବାର କୌଣସି ମାନେ ନାହିଁ। ସେହିପରି ଧର୍ମ ଅପମାନ ମାମଲାର ତଦନ୍ତରେ ବିଳମ୍ବ ନେଇ ସେ ପଂଜାବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
ପଞ୍ଜାବରେ ହେବାକୁ ଥିବା ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ କାହାକୁ ମୁଖ୍ୟମନ୍ତ୍ରୀ ଚେହେରା ନ କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri