ଜୁନ୍‌ରେ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ହ୍ବାଟସଆପ୍‌ ଆକାଉଣ୍ଟ୍‌ ନିଷିଦ୍ଧ…

ନୂଆଦିଲ୍ଲୀ, ୨।୮ : ଜୁନ ୨୦୨୨ରେ ହ୍ଟାଟସ୍‌ଆପ୍‌ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଆକାଉଣ୍ଟକୁ ନିଷିଦ୍ଧ କରିଛି। ବ୍ୟବହାରକାରୀଙ୍କଠାରୁ ଆସିଥିବା ଅଭିଯୋଗ ଆଧାରରେ ଏବଂ ନୀତିକୁ ଉଲ୍ଲଂଘନକୁ ଚିହ୍ନଟ କରିବା ନେଇ ମେଟା ମାଲିକାନା ମେସେଜିଂ ପ୍ଲାଟଫର୍ମ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କମ୍ପାନୀ ଏହା ପୂର୍ବରୁ ମେ ମାସରେ ୧୯ ଲକ୍ଷ ଆକାଉଣ୍ଟ, ଏପ୍ରିଲରେ ୧୬ ଲକ୍ଷ ଏବଂ ମାର୍ଚ୍ଚରେ ୧୮.୦୫ ଲକ୍ଷ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଇଥିଲା।

ଗତ ବର୍ଷ ଲାଗୁ ହୋଇଥିବା ନୂତନ ସୂଚନା ପ୍ରଯୁକ୍ତିବିଦ୍ୟା ନିୟମ ଅନୁଯାୟୀ, ୫୦ ଲକ୍ଷରୁ ଅଧିକ ଉପଭୋକ୍ତାବୃହତ ଡିଜିଟାଲ ପ୍ଲାଟଫର୍ମଗୁଡିକ ପ୍ରତି ମାସରେ ଅନୁପାଳନ ରିପୋର୍ଟ ପ୍ରକାଶ କରିବା ଆବଶ୍ୟକ, ଗ୍ରହଣ କରାଯାଇଥିବା ଅଭିଯୋଗ ଏବଂ କାର୍ଯ୍ୟାନୁଷ୍ଠାନର ବିବରଣୀର ରିପୋର୍ଟ ମଧ୍ୟ ଉପସ୍ଥାପନ କରିବେ।

ରିପୋର୍ଟ ଅନୁଯାୟୀ, ଅପବ୍ୟବହାର କରୁଥିବା ଚିହ୍ନଟ ହେବା ପରେ ୨୦୨୨ ଜୁନ ୧ରୁ ଜୁନ ୩୦ ମଧ୍ୟରେ ହ୍ବାଟସ ଆପ ପକ୍ଷରୁ ୨୨ ଲକ୍ଷ ୧୦ ହଜାର ଲକ୍ଷ ଭାରତୀୟ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଏଥିରେ, ଉପଭୋକ୍ତାମାନଙ୍କଠାରୁ ଗ୍ରହଣ କରାଯାଇଥିବା ନକାରାତ୍ମକ ମତାମତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବ୍ୟବହାରକାରୀଙ୍କୁ ପ୍ଲାଟଫର୍ମରେ ସୁରକ୍ଷିତ ରଖିବା ପାଇଁ ଆଟିଫିସିଆଲ ଇଣ୍ଟେଲଜେନ୍ସି ଏବଂ ଅନ୍ୟାନ୍ୟ ପ୍ରଯୁକ୍ତିବିଦ୍ୟା, ଡାଟା ବୈଜ୍ଞାନିକ, ବିଶେଷଜ୍ଞଙ୍କୁ ଏହି ପ୍ରକ୍ରିୟାରେ କ୍ରମାଗତ ବ୍ୟବହାର କରାଯାଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।

ଜୁନ ୨୦୨୨ ରେ, ୬୩୨ ଅଭିଯୋଗ ରିପୋର୍ଟ କରାଯାଇଥିଲା ଏବଂ ୬୪ ଆକାଉଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ପ୍ରାପ୍ତ ମୋଟ ରିପୋର୍ଟ ମଧ୍ୟରୁ ୪୨୬ ଟି ପ୍ରତିବନ୍ଧକ ଲାଗୁ କରିବାକୁ ଆବେଦନ ସମ୍ବନ୍ଧୀୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri