ୟୁଜରଙ୍କ ଅସନ୍ତୋଷ ଆଗରେ ମୁଣ୍ଡ ନୁଆଁଇଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୧୬।୧: ମେସେଜିଂ ଆପ୍‌ ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ପଲିସି ଅପ୍‌ଡେଟ୍‌ କରିବାର ଘୋଷଣା କରିଥିଲା। ଏହାକୁ ନେଇ ବ୍ୟବହାରକାରୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏପରିକି ଲୋକମାନେ ଅନ୍ୟ ଆପ୍‌ଆଡକୁ ମୁହାଁଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍ସଆପ୍‌ ଏବେ ନିଜର ପ୍ରିଭେସି ଅପ୍‌ଡେଟ୍‌କୁ ସ୍ଥଗିତ ରଖିବାକୁ ଘୋଷଣା କରିଛି।

ଉପଭୋକ୍ତାଙ୍କୁ ନୀତି ସମୀକ୍ଷା ଏବଂ ସର୍ତ୍ତାବଳୀ ଗ୍ରହଣ କରିବାକୁ ଅଧିକ ସମୟ ଦିଆଯିବ। ମାତ୍ର ଏବେ ପ୍ରିଭେସି ଅପ୍‌ଡେଟ୍‌କୁ ନେଇ ଲୋକମାନଙ୍କ ମଧ୍ୟରେ ଭୁଲ ଧାରଣା କାରଣରୁ ବ୍ୟାପିଥିବା ଚିନ୍ତା ଯୋଗୁ କମ୍ପାନୀ ଏହାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିବା କୁହାଯାଇଛି।

ହ୍ବାଟ୍ସଆପ୍‌ ଏବେ ତାରିଖ ପ୍ରତ୍ୟାହାର କରୁଛି, ଯେଉଁଥିରେ ଲୋକଙ୍କୁ ସର୍ତ୍ତାବଳୀ ସମୀକ୍ଷା ଓ ଗ୍ରହଣ କରିବାକୁ କୁହାଯାଇଥିଲା। ଫେବୃୟାରୀ ୮ରେ କୌଣସି ଖାତା ସସପେଣ୍ଡ କିମ୍ବା ଡିଲିଟ୍‌ ହେବ ନାହିଁ। ଲୋକମାନଙ୍କ ମନରୁ ହ୍ବାଟ୍ସଆପ୍‌କୁ ନେଇ ଥିବା ଚିନ୍ତା ଏବଂ ଭୁଲ ତଥ୍ୟକୁ ଦୂର କରିବାକୁ କମ୍ପାନୀ ବହୁତ କରିବାକୁ ଯାଉଛି। ମେ ୧୫ରେ ନୂଆ ବାଣିଜ୍ୟ ବିକଳ୍ପ ଉପଲବ୍ଧ ହେବା ପୂର୍ବରୁ ନୀତିର ସମୀକ୍ଷା କରିବାକୁ କମ୍ପାନୀ ଲୋକଙ୍କ ପାଖକୁ ଯିବ ବୋଲି ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ପାନ୍‌-ଆଧାର ସଂଯୋଗ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୬-୧୨: ଚଳିତ ବର୍ଷ ଶେଷ ସୁଦ୍ଧା ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର(ପାନ୍‌)ର ଆଧାର ସହ ସଂଯୋଗ ବାଧ୍ୟତାମୂଳକ କରାଯାଇଛି। ରବିବାର ଆୟକର ବିଭାଗ ପକ୍ଷରୁ ଏ ନେଇ...

ଖାଦ୍ୟ ବାଣ୍ଟିଲା କ୍ରେଡାଇ ଓଡ଼ିଶା

ଭୁବନେଶ୍ୱର,୨୬।୪: ବର୍ତ୍ତମାନର ଲକ୍‌ଡାଉନ ସମୟରେ ଫସି ରହିଥିବା ଲୋକମାନଙ୍କୁ କ୍ରେଡାଇ ଓଡ଼ିଶା ପକ୍ଷରୁ ସହାୟତା କରାଯାଇଛି। କଟକ ଏବଂ ଭୁବନେଶ୍ୱରରେ ଗରିବ ଲୋକମାନଙ୍କୁ ଖାଦ୍ୟ ବଣ୍ଟନ...

ଏସ୍‌ପ୍ଲାନେଡ ଓ୍ବାନ ପାଳିଲା ପ୍ରଥମବର୍ଷ ପୂର୍ତ୍ତି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ ପକ୍ଷରୁ ପ୍ରଥମ ବର୍ଷ ପୂର୍ତ୍ତି ଏବଂ ବାହୁଡା ଯାତ୍ରା ମଲ୍‌ ପରିସରରେ ପାଳିତ ହୋଇଯାଇଛି। ଏହା ସହ କେକ୍‌ କାଟି...

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି...

ଅରୁନ୍ଧତୀ ଜୁଏଲର୍ସର ରଜ ପରୀ-୨୦୧୯

ଭୁବନେଶ୍ୱର,୧୫-୬(ବ୍ୟୁରୋ): ପ୍ରମୁଖ ଗହଣା ଶୋ’ରୁମ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ରଜ ପରୀ-୨୦୧୯ର ଫାଇନାଲ ସ୍ଥାନୀୟ ଶହୀଦ ନଗରସ୍ଥିତ ଦୁର୍ଗାପୂଜା ମଣ୍ଡପ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

୮.୬୫% ସୁଧ ହାର ଉପରେ ଇପିଏଫ୍‌ଓ କାଏମ

ନୂଆଦିଲ୍ଲୀ,୨୯-୬-ଶ୍ରମ ମନ୍ତ୍ରଣାଳୟ ଓ କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ) ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ପିଏଫ୍‌ ସୁଧ ହାର ୮.୫୫ରୁ ୮.୬୫%କୁ ବୃଦ୍ଧି କରିବା ଲାଗି ନେଇଥିବା...

ଏଚ୍‌-୧ବି ଭିଜାଧାରୀଙ୍କ ଲାଗି ଆଶ୍ୱସ୍ତି

ନୂଆଦିଲ୍ଲୀ: ଏଚ୍‌-୧ବି ଭିଜାଧାରୀଙ୍କ ଲାଗି ଖୁସି ଖବର। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିକଟରେ ଏହି ବର୍ଗରେ ଭିଜା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କ ଲାଗି ବଡ଼...

ଷ୍ଟେଶନ ପରିସରରେ କଡାକଡି ହେବ ସ୍ବଚ୍ଛତା ନିୟମ

ଭୁବନେଶ୍ୱର,୮-୨: ଚଳିତ ମାସ ୧୦ ତାରିଖଠାରୁ ରେଳ ଓ ରେଳ ଷ୍ଟେଶନ ପରିସରରେ ସ୍ବଚ୍ଛତା ନିୟମ କଡାକଡି ହେବ। ନିୟମ ଅବମାନନା କରୁଥିବା ବ୍ୟକ୍ତି ବିଶେଷଙ୍କ...

Advertisement


Archives

Model This Week

Why Dharitri