Posted inଜାତୀୟ

ଭାରତରେ ୭୪ ଲକ୍ଷ ଆକାଉଣ୍ଟ ବ୍ୟାନ୍‌ କଲା ହ୍ବାଟ୍ସଆପ୍‌

ଷ୍ଟକ୍‌ହୋମ୍‌,୨ା୧୦: ତ୍ୱରିତ୍‌ ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ଅଗଷ୍ଟ ମାସରେ ଭାରତର ୭୪.୨ ଲକ୍ଷ ଆକାଉଣ୍ଟକୁ ବ୍ୟାନ୍‌ କରିଛି। ପୂର୍ବ ମାସ ତୁଳନାରେ ଏହା ୨ ଲକ୍ଷ ଅଧିକ। ୨୦୨୧ର ନୂଆ ସୂଚନା ପ୍ରଯୁକ୍ତି ନିୟମାବଳୀ ଅନୁଯାୟୀ ହ୍ବାଟ୍ସଆପ୍‌ ବିଭିନ୍ନ ସମୟରେ ଆକାଉଣ୍ଟଗୁଡ଼ିକୁ ବନ୍ଦ କରିଆସୁଛି। ବର୍ତ୍ତମାନ ସୁଦ୍ଧା ଦେଶର ୩୫,୦୬,୯୦୫ ହ୍ବାଟ୍ସଆପ୍‌ ଆକାଉଣ୍ଟ ବନ୍ଦ ହେଲାଣି। ମେଟା ମାଲିକାନାରେ ଥିବା ହ୍ବାଟ୍ସଆପ୍‌ ସେପ୍ଟେମ୍ବରରେ ୭୨.୨୮ ଲକ୍ଷ ଆକାଉଣ୍ଟକୁ ବ୍ୟାନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri