୨୯ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ଆକାଉଣ୍ଟ ବନ୍ଦ କଲା ହ୍ବାଟ୍‌ସଆପ୍‌

ନୂଆଦିଲ୍ଲୀ,୧।୩: ସୁରକ୍ଷା ଦୃଷ୍ଟିରୁ ହ୍ବାଟ୍‌ସଆପ୍‌ ପ୍ରାୟ ୨୯ ଲକ୍ଷ ୧୮ ହଜାର ଭାରତୀୟ ଆକାଉଣ୍ଟ ବନ୍ଦ କରିଦେଇଛି। ଭାରତ ସରକାର ଏବଂ ହ୍ବାଟସଆପ୍‌ର ନୀତି ଉଲ୍ଲଂଘନ ପାଇଁ କମ୍ପାନୀ ଏହି ନିଷ୍ପତି ନେଇଛି।
ସାରା ବିଶ୍ୱରେ ୨ ବିଲିୟନରୁ ଅଧିକ ଲୋକ ହ୍ବାଟ୍‌ସଆପ୍‌ ବ୍ୟବହାର କରନ୍ତି। ଗତ ବର୍ଷ ଡିସେମ୍ବର ମାସରେ ହ୍ବାଟ୍‌ସଆପ୍‌ ଦେଶରେ ୩୬ ଲକ୍ଷରୁ ଅଧିକ ଆକାଉଣ୍ଟ ବନ୍ଦ କରି ଦେଇଥିଲା। ଜାନୁଆରୀରେ, ହ୍ବାଟ୍‌ସଆପ୍‌ ବିଭିନ୍ନ ଆକାଉଣ୍ଟ ସମ୍ବନ୍ଧରେ ପ୍ରାୟ ୧,୪୬୧ଟି ଅଭିଯୋଗ ଗ୍ରହଣ କରିଥିଲା, ସେଥିମଧ୍ୟରୁ ୧,୩୩୭ଟି ଆକାଉଣ୍ଟକୁ ବ୍ୟାନ୍‌ କରିବାକୁ ଏବଂ ବାକି ନିରାପତ୍ତା ସମ୍ପର୍କରେ ଅଭିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ମିଳନ ବନ୍ଦ

ପାଟନା,୧୬।୩: ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିହାରରେ ହୋଲି ମିଳନ ଉପରେ କଟକଣା ଜାରି କରାଯାଇଛି। ସାର୍ବଜନୀନ ସ୍ଥଳରେ ହୋଲି ମିଳନ...

ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଧମକ

ନୂଆଦିଲ୍ଲୀ,୧୭ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଦେଇଛି ଆକ୍ରମଣ ଧମକ। ହତ୍ୟାକାରୀମାନଙ୍କୁ କ୍ଷମା ଦିଆଯିବ...

୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା, ୮୭ ପ୍ରତିଶତ କୋଟିପତି…

ନୂଆଦିଲ୍ଲୀ, ୨୮।୬ : ଦେଶର ୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୭ ପ୍ରତିଶତ ହେଉଛନ୍ତି କୋଟିପତି। ଏଡିଆର୍‌...

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...

ଶକ୍ତି ପ୍ରଦର୍ଶନ କଲେ ତିନି ସେନା: ପରେଡରେ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ସାମିଲ

ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର...

ଅହଂକାର ଅଜ୍ଞାନତାଠାରୁ ଅଧିକ ଭୟଙ୍କର: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର...

କୋର୍ଟରେ ପଶିଲା ଚିତାବାଘ

ଗାଜିଆବାଦ,୮।୨: ଗାଜିଆବାଦ କୋର୍ଟରେ ହଠାତ୍‌ ଏକ ଚିତାବାଘ ପଶିଯାଇଛି। ଚିତାବାଘ କୋର୍ଟ ଭିତରେ ଉପସ୍ଥିତ ଥିବା ଅନେକ ଲୋକଙ୍କୁ ସାଂଘାତିକ ଆକ୍ରମଣ କରି ଆହତ କରିଥିଲା।...

କର୍ନାଟକ ବିଧାୟକ ଅଯୋଗ୍ୟ ଘୋଷଣା ମାମଲା: ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ନେବାକୁ କଂଗ୍ରେସର ଅନୁରୋଧ

ନୂଆଦିଲ୍ଲୀ,୫ା୧୧(ପି.ଟି.): କର୍ନାଟକର ୧୭ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିଲାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ଗ୍ରହଣ...

Advertisement
Archives

Model This Week