Posted inଜାତୀୟ

ହ୍ବାର୍ଟସ୍‌ଆପ ସର୍ଭର ଡାଉନ୍‌, ସେବା ବନ୍ଦ

ନୂଆଦିଲ୍ଲୀ,୨୫।୧୦: ଭାରତରେ ହ୍ବାର୍ଟସ୍‌ଆପ ଠପ୍‌ ହୋଇଯାଇଛି। ଆଜି ୧୨.୩୦ରୁ ଉପଭୋକ୍ତାମାନେ ହ୍ବାର୍ଟସାପ୍‌ ବ୍ୟବହାର କରିବାରେ ଅସମର୍ଥ ହୋଇପଡିଛନ୍ତି। ଏହାକୁ ନେଇ ଲୋକେ ଟୁଇଟରରେ ଅଭିଯୋଗ କରିଥିଲେ। ତେବେ ହ୍ବାର୍ଟସାପ୍‌ ବନ୍ଦ ହେବାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ଅନ୍ୟ ମେଟା ମାଲିକାନା ସେବା ଯେପରିକି ଇନଷ୍ଟାଗ୍ରାମ ଏବଂ ଫେସବୁକ୍‌ ଚାଲୁଥିଲା। ଅନ୍ୟ ଦେଶର ଉପଭୋକ୍ତାମାନେ ମଧ୍ୟ ଏଭଳି ଅସୁବିଧାରେ ସମ୍ମୁଖୀନ ହୋଇଥିବା ଜଣାପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନଡିଏରେ ସାମିଲ ହେବେ ଜୟନ୍ତ ଚୌଧୁରୀ: ଆରଏଲଡିକୁ ଭାଜପାର ରାଜନୈତିକ ଆମନ୍ତ୍ରଣ, ଚାରଣି ନୁହେଁ ଯେ ଓଲଟି ଯିବୁ ବୋଲି କହିଲେ ଚାରୁ……

ଲକ୍ଷ୍ନୌ,୯।୭ : ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନର ସମୟ ପାଖେଇ ଆସୁଥିବାରୁ ଭାଜପା ଏହାର ସମୀକରଣକୁ ସୁଧାରିବାକୁ ଚେଷ୍ଟା କରୁଛି। ଏହି ସମୟରେ,...

ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ରିଷିଙ୍କ ଶେଷକୃତ୍ୟ ହେବ ସମ୍ପନ୍ନ: ସାମିଲ ହେବେ ୧୫ ଜଣ

ମୁମ୍ବାଇ,୩୦।୪: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ରିଷି କପୁରଙ୍କର ଗୁରୁବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ବଲିଉଡ୍‌ ଦୁନିଆରେ ଏକ ଅପୂରଣୀୟ କ୍ଷତି ଘଟିଛି। ଦିନକ ପୂର୍ବରୁ...

୧୨ ସର୍ଚ୍ଚ ଅପରେଶନ୍‌ରେ ୨୫ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି: ଡିଜିପି ଦିଲ୍‌ବାଗ୍‌ ସିଂ

ଶ୍ରୀନଗର,୨୨।୨: ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ଜମ୍ମୁ-କଶ୍ମୀରରେ ହୋଇଥିବା ୧୨ଟି ସଫଳ ସର୍ଚ୍ଚ ଅପରେଶନରେ ୨୫ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ ଜମ୍ମୁ-କଶ୍ମୀର ଡିଜିପି...

ସନାତନ ବିରୋଧି ମନ୍ତବ୍ୟକୁ ଆମେ ସମର୍ଥନ କରୁନୁ, ଇଣ୍ଡିଆ ମେଣ୍ଟର ସ୍ବାର୍ଥ ପାଇଁ ଏଭଳି ମନ୍ତବ୍ୟରୁ ଦୂରେଇ ରହବା ଜରୁରୀ…

ମୁମ୍ବାଇ,୭।୯ : ତାମିଲନାଡୁର ସିଏମ ଏମ.କେ ଷ୍ଟାଲିନଙ୍କ ସନାତନ ଧର୍ମକୁ ସମାପ୍ତ କରିବା ବିବୃତ୍ତି ଉପରେ ବିବାଦ ଜାରି ରହିଛି। ବର୍ତ୍ତମାନ ଉଦୟ ବାଲା ସାହେବ...

ଧର୍ମ ନାମରେ ଦେଶ ବିଭାଜନ ଷଡ଼ଯନ୍ତ୍ର କରୁଛି ଭାଜପା

ନୂଆଦିଲ୍ଲୀ,୧୮ା୫(ପି.ଟି.): ଧର୍ମ ନାମରେ ଲୋକଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରି ଭାଜପା ଦେଶ ବିଭାଜନ ଲାଗି ଷଡ଼ଯନ୍ତ୍ର ଚଳାଇଥିବା ମଙ୍ଗଳବାର କଂଗ୍ରେସ ଅଭିଯୋଗ କରିଛି। ଲୋକଙ୍କୁ...

ମୋରାଲ ପୋଲିସିଂକୁ ଅନୁମତି ନାହିଁ, ଧର୍ମପରିବର୍ତ୍ତନ କରି ବିବାହ କରିଥିବା ମହିଳାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ…

ଭୋପାଳ, ୩୦।୧ : ଦୁଇ ସାବାଳକ ନିଜ ପସନ୍ଦର ବିବାହ କରିପାରିବେ। ଏକ୍ଷେତ୍ରରେ ମୋରଲ ପୋଲିସିଂକୁ ଅନୁମତି ଦିଆଯିବ ନାହିଁ। ସେମାନଙ୍କ ଦାମ୍ପତ୍ୟ ଜୀନରେ କେହି...

ଦିଦି ବଙ୍ଗଳାର ସିଂହୀ: ସଞ୍ଜୟ

ମୁମ୍ବାଇ,୧।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଙ୍ଗଳାର ସିଂହୀ ବୋଲି ବର୍ଣ୍ଣନା କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ବୁଧବାର ମମତାଙ୍କୁ ଭେଟିବା ପରେ ସଞ୍ଜୟ...

ଘୁଞ୍ଚିଲା ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୮।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲର ଶୁଣାଣିକୁ ଦିଲ୍ଲୀର ଏକ କୋର୍ଟ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୧ ତାରିଖରେ ଏହି...

Advertisement
Archives

Model This Week