WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସେମାନେ ଅଭିଯୋଗ କରିଥିଲେ, ସେମାନେ ସେମାନଙ୍କ ଆକାଉଣ୍ଟରେ ଲଗ ଇନ କରିପାରୁ ନାହାଁନ୍ତି କିମ୍ବା ଚାଟ ସଠିକ ଭାବରେ ସିଙ୍କ ହେଉନାହିଁ। ସମସ୍ୟାଟି ମୁଖ୍ୟତଃ ହ୍ବାଟ୍ସଆପ୍‌ ଲିଙ୍କ୍‌ରେ ଦେଖାଯାଇଥିଲା।
ଭାରତରେ ସକାଳ ୮.୩୦ ରୁ ୯.୦୦ଟା ମଧ୍ୟରେ ଅଭିଯୋଗରେ ହଠାତ୍‌ ବୃଦ୍ଧି ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ କେବଳ କିଛି ରିପୋର୍ଟ ଆସିଥିଲା, କିନ୍ତୁ ଅଧ ଘଣ୍ଟା ମଧ୍ୟରେ ଅଭିଯୋଗ ସଂଖ୍ୟା ବଢିଥିଲା।

ଅନେକ ବୃତ୍ତିଗତ ଏବଂ ଅଫିସ ୟୁଜର୍ସ ହ୍ବାଟ୍ସଆପ ୱେବ୍‌ରେ ସେମାନଙ୍କର ଦୈନନ୍ଦିନ କାମ କରନ୍ତି। ଫଳସ୍ବରୂପ, ହଠାତ୍‌ ଲଗଇନ ତ୍ରୁଟି ସେମାନଙ୍କ କାମକୁ ପ୍ରଭାବିତ କରିଛି। ହ୍ବାଟ୍ସଆପ ୱେବ ତ୍ରୁଟି କାର୍ଯ୍ୟକୁ ଠପ କରିଦେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri