ଯେବେ ନିର୍ବାଚନ ଲଢିଥିଲା ଏକ ପକ୍ଷୀ, ଭୋଟ୍‌ ପାଇଥିଲା ଲକ୍ଷେରୁ ଅଧିକ, ସମସ୍ତେ ତାଜୁବ

ନୂଆଦିଲ୍ଲୀ,୯।୪: ଭାରତରେ ଏପ୍ରିଲ ୧୯ରୁ ଲୋକ ସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ନିର୍ବାଚନରେ ପୁରୁଷ କିମ୍ବା ମହିଳା ପ୍ରାର୍ଥୀ ହେଉଥିବାର ଆପଣ ନିଶ୍ଚିତ ଭାବରେ ଦେଖିଥିବେ। କେବେ ପଶୁ-ପକ୍ଷୀ ନିର୍ବାଚନ ଲଢୁଥିବା ଦେଖିଛନ୍ତି। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଜାଣି ଆଶ୍ଚର୍ଯ୍ୟ ହେବେ ଏକ ପକ୍ଷୀକୁ ସ୍ଥାନୀୟ ନିର୍ବାଚନରେ ଟିକେଟ୍‌ ମିଳିଥିଲା। ଆଉ ସେହି ନିର୍ବାଚନରେ ପକ୍ଷୀଟିକୁ ୧ଲକ୍ଷରୁ ଅଧିକ ଭୋଟ୍‌ ମିଳିଥିଲା। ଆସନ୍ତୁ ଜାଣିବା ଏ ସମ୍ପର୍କରେ…

ଅନେକ ଦେଶର ସ୍ଥାନୀୟ ନିର୍ବାଚନରେ ମଣିଷଙ୍କ ବ୍ୟତୀତ ପଶପକ୍ଷୀ ମଧ୍ୟ ନିର୍ବାଚନରେ ଛିଡ଼ା ହୋଇ ସାଙ୍କେତିକ ଭାବରେ ନିର୍ବଚେିତ ହୋଇଛନ୍ତି। ଜାଣି ତାଜୁବ ହେବେ ୧୯୬୭ରେ ବ୍ରାଜିଲର ରିଓ ଡି ଜେନେରିଓରେ ଏକ ଦେଢ ଼ ଫୁଟ ଉଚ୍ଚର ପେଙ୍ଗୁଇନ ମେୟର ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ବ୍ରାଜିଲର ରାଇନୋସୋରେଶ ନାମକୁ ଏକ ପାର୍ଟି ଏହି ପେଙ୍ଗୁଇନକୁ ଟିକେଟ୍‌ ଦେଇଥିଲା। କିନ୍ତୁ ସବୁଠାରୁ କୌତୁହଳର ବିଷୟ ହେଉଛି ସେହି ନିର୍ବାଚନରେ ଏହି ପେଙ୍ଗୁଇନକୁ ଏକ ଲକ୍ଷେରୁ ଅଧିକ ଭୋଟ୍‌ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri