ରଣବୀରଙ୍କୁ ଐଶ୍ୱର୍ଯ୍ୟାଙ୍କ ଝିଅ ଜାବୁଡ଼ି ଧରିବାରୁ ଏମିତି ଥିଲା ଅଭିଷେକଙ୍କ ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ରଣବୀର କପୁର ଦୀର୍ଘଦନ ଦିନ ଧରି ଭଲ ବନ୍ଧୁ ଥିଲେ। ଦୁଇଜଣ ମିଶି କରଣ ଜୋହରଙ୍କ ଫିଲ୍ମ ‘ୟେ ଦିଲ୍‌ ହୈ ମୁସ୍କିଲ’ରେ ଅଭିନୟ ବି କରିଥିଲେ। ପ୍ରଶଂସକମାନେ ଦୁହିଁଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ କରିଥିଲେ। ଏକ ସାକ୍ଷାତକାରରେ ଐଶ୍ୱର୍ଯ୍ୟା ଶୁଟିଂ ସେଟ୍‌ରେ ହୋଇଥିବା ଏକ ମଜାଳିଆ ଘଟଣା ବିଷୟରେ କହିଥିଲେ। ଫିଲ୍ମ ଶୁଟିଂ ସମୟରେ ଐଶ୍ୱର୍ଯ୍ୟାଙ୍କ ଝିଅ ଆରାଧ୍ୟା ମଧ୍ୟ ତାଙ୍କ ସହିତ ଥିଲେ। ଏହି ସମୟରେ ଐଶ୍ୱର୍ଯ୍ୟା ଶୁଟିଂରେ ବ୍ୟସ୍ତଥିଲେ। ହଠାତ୍‌ ଆରାଧ୍ୟା ରଣବୀରଙ୍କ ନିକଟକୁ ଦୌଡ଼ି ଗଲେ ଆଉ ତାଙ୍କୁ ଜାବୁଡ଼ି ଧରିଲେ। ଶୁଟିଂ ସାରି ଦେଖିଲି ଆରାଧ୍ୟା ରଣବୀରଙ୍କୁ ଜୋର୍‌ରେ ଜାବୁଡ଼ି ଧରିଛନ୍ତି। କାରଣ ରଣବୀର ସେଦିନ ତାଙ୍କ ସ୍ବାମୀ ଅଭିଷେକଙ୍କ ପରି ଡ୍ରେସ୍‌ ପିନ୍ଧିଥିଲେ। ମୁଁ ଆରାଧ୍ୟାକୁ ପଚାରିଲି ସେ କ’ଣ ତୁମ ବାପା। ସେ ହଁ କହିଥିଲେ। ସେହିଦିନ ରଣବୀର ବହୁତ ଲାଜେଇ ଯାଇଥିଲେ। ଅଭିଷେକ ରଣବୀରଙ୍କୁ ଚିଡ଼ାଇ କୁହନ୍ତି, ‘ଏହା ଏକ କ୍ରସ୍‌’। ସେତେବେଳେ ମୁଁ ରଣବୀରଙ୍କୁ କହିଥିଲି ସେ ବହୁତ ମଜାଳିଆ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri