Posted inଖେଳ

ମାତ୍ର କେଇ ଘଣ୍ଟାର ଅପେକ୍ଷା: ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ଇଂଲଣ୍ଡ-ଭାରତ ନିର୍ଣ୍ଣାୟକ ମୁକାବିଲା

ନୂଆଦିଲ୍ଲୀ,୨୦।୩: ଭାରତ-ଇଂଲଣ୍ଡ ମଧ୍ୟରେ ଶନିବାର ନିର୍ଣ୍ଣାୟକ ଟି୨୦ ମ୍ୟାଚ୍‌ ଖେଳାଯିବ। ବର୍ତ୍ତମାନ ଉଭୟ ଦଳ ସମାନ ସ୍ଥିତିରେ ଥିବା ଯୋଗୁ ଏହି ମ୍ୟାଚ୍‌ଟିକୁ ଜିତିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବେ। ଏଣୁ ଦଳରେ କିଛି ପରିବର୍ତ୍ତନ କରାଯିବା ଆଶା କରାଯାଉଛି।

କେଉଁଠି ଖେଳାଯିବ: ଟି୨୦ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ୍‌ ଶନିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ କରାଯିବ।

କେତେବେଳେ ଆରମ୍ଭ ହେବ: ଏହି ମ୍ୟାଚ୍‌ର ଟସ୍‌ ୬.୩୦ରେ ପଡ଼ିବାକୁ ଥିବା ବେଳେ ଅପରାହ୍ନ ୭ଟାରେ ଖେଳ ଆରମ୍ଭ ହେବ।

କେଉଁଠି ଦେଖିବେ: ମ୍ୟାଚ୍‌କୁ ଆପଣ ଷ୍ଟାର ସ୍ପୋଟ୍ସର ସମସ୍ତ ଚ୍ୟାନେଲରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?